• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବୃଦ୍ଧି ପାଇଲା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ନିଯୁକ୍ତ ପୋଲିସ କର୍ମଚାରୀଙ୍କ ପାରିଶ୍ରମିକ, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

by Voice of Victims
April 17, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ମହିଳା କର୍ମଚାରୀଙ୍କୁ ମିଳିବ ବର୍ଷକୁ ୧୨ ଦିନ ଅତିରିକ୍ତ ସାମୟିକ ଛୁଟି

ଭୁବନେଶ୍ୱର: ରାଜ୍ୟ ସରକାର ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ତିନୋଟି ନୂଆ ବାଟାଲିଅନ ଗଠନ କରିଛନ୍ତି। ଏଥିରେ ମୁଖ୍ୟତଃ ପୂର୍ବତନ ଆର୍ମି ଓ ନାଭିର ସୈନିକ ଏବଂ କୈନ୍ଦ୍ରୀୟ ସଶକ୍ତ ପୋଲିସ ବାହିନୀର କର୍ମଚାରୀମାନେ ନିଯୁକ୍ତ ହୋଇଥାନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ପୋଲିସ କର୍ମଚାରୀ ମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି କରିଛନ୍ତି। ଏ ସମ୍ପର୍କୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ବିଭିନ୍ନ ପଦବୀର ପାରିଶ୍ରମିକ ନିମ୍ନମତେ ବୃଦ୍ଧି ପାଇଛି।

ସିପାହୀ (GD) ମାନଙ୍କ ମାସିକ ପାରିଶ୍ରମିକ ୩୦ ହଜାର ଟଙ୍କାରୁ ୪୫ ହଜାର ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି ଲାନ୍‍ସ ନାଏକ/ନାଏକ/ହାବିଲ୍‍ଦାର (GD) ମାନଙ୍କ ପାରିଶ୍ରମିକ ୩୨ ହଜାରରୁ ୫୦ ହଜାର, ଜୁନିଅର କମିଶନ୍‍ଡ ଅଫିସର (GD) ୪୦ ହଜାରରୁ ୫୫ ହଜାର, ଜୁନିଅର କମିଶନ୍‍ଡ ଅଫିସର (Instructor) ୪୦ ହଜାରରୁ ୫୫ ହଜାର ଟଙ୍କାକୁ ବୃଦ୍ଧି ପାଇଛି।

ସେହିପରି ଡିଙ୍ଗି ଡ୍ରାଇଭର/ସି-ମ୍ୟାନ୍ ମେକାନିକ୍/ ଖଲାସି ମାନଙ୍କ ମାସିକ ପାରିଶମିକ ୩୦ ହଜାରରୁ ୪୫ ହଜାର, ସିରାଙ୍ଗ/ଇଞ୍ଜିନ୍‍ ଡ୍ରାଇଭର ମାନଙ୍କର ୩୨ ହଜାରରୁ ୫୦ ହଜାର ଏବଂ ମାଷ୍ଟର ମାନଙ୍କ ମାସିକ ପାରିଶ୍ରମିକ ୪୦ ହଜାରରୁ ୫୫ ହଜାର ଟଙ୍କାକୁ ବୃଦ୍ଧି ପାଇଛି।

Post Views: 72
Share197Tweet123Send
Voice of Victims

Voice of Victims

Recent Posts

  • ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ
  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In