• About Us
  • Contact Us
Thursday, April 30, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବିଧାନସଭା ପରିସରରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

by Voice of Victims
April 17, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ବିଧାନସଭା ପରିସରରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ଆଜି ହେଉଛି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ। ଆଜିର ଦିନରେ ଏହି ପ୍ରବାଦ ପୁରୁଷ ଇହଲିଲା ସମ୍ବରଣ କରିଥିଲେ। ଏହି ଉପଲକ୍ଷେ ଆଜି ବିଧାନସଭା ପରିସରରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି।

ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗଦେଇ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ସେହିପରି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡା, ବିରୋଧୀ ଦଳର ଉପନେତା ପ୍ରସନ୍ନ ଆଚାର୍ଯ୍ୟ ପ୍ରମୁଖ ଯୋଗଦେଇ ବିଜୁବାବୁ ମନେ ପକାଇଥିଲେ।

Post Views: 41
Share197Tweet123Send
Voice of Victims

Voice of Victims

Recent Posts

  • ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ୭୦ ପ୍ଲାଟୁନ ଫୋର୍ସ ହେବେ ମୁତୟନ
  • ଇଭିଏମ୍ ଟ୍ୟାମ୍ପରିଂ ହୋଇଥିଲେ, ପୁଣିଥରେ ହେବ ମତଦାନ
  • କେନ୍ଦୁଝରରେ ଇ-ବସ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ଆଇପିଏସ ଅଜୟ ପାଲ ଶର୍ମାଙ୍କୁ କଲିକତା ହାଇକୋର୍ଟରୁ ଆଶ୍ବସ୍ତି, ସୁପ୍ରିମକୋର୍ଟରେ ପିଆଇଏଲ ଦାଖଲ
  • ବଦଳିଲା ପାନ୍ କାର୍ଡ ନିୟମ ; ନମାନିଲେ ଦେବେ ୧୦ ହଜାର ଜରିମାନା!

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In