• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଅଙ୍ଗନବାଡି ସୁପରଭାଇଜର ପାଇଁ ଯୋଗ୍ୟତା ରହିବ ଗ୍ରାଜୁଏସନ, କ୍ୟାବିନେଟ ବୈଠକର ନିଷ୍ପତି

by Voice of Victims
April 23, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ସ୍ୱୟଂ ସହାୟିକା ଗ୍ରୁପ ମାଧ୍ୟମରେ ଶିଶୁଙ୍କୁ ପୋଷାକ ବଣ୍ଟନ ନିଷ୍ପତ୍ତିକୁ ବିରୋଧ କରି ସମନ୍ବିତ ଶିଶୁ ମଙ୍ଗଳଅଫିସି ସମ୍ମୁଖରେ ଅଙ୍ଗନବାଡି କର୍ମୀଙ୍କ ଗଣଧାରଣା ଓ ପ୍ରତିବାଦ

ଭୁବନେଶ୍ବର : ଏଣିକି ଅଙ୍ଗନବାଡି ସୁପରଭାଇଜର ପାଇଁ ସର୍ବନିମ୍ନ ଯୋଗ୍ୟତା ରହିବ ଗ୍ରାଜୁଏସନ ।  ଆଗରୁ ମାଟ୍ରିକ ଥିଲା ।  ଆଜି କ୍ୟାବିନେଟ ବୈଠକରେ ଏହି ନିଷ୍ପତି ନିଆଯାଇଛି ।  ଏହା ସହ ଅନୁସୂଚିତ ଜାତି ଜନଜାତିର କ୍ୟାଡର ପୁନଃ ଗଠନ କରାଯାଇ ୨୪ ପଦବୀ  ସୃଷ୍ଟି କରାଯାଇଛି ।

ଅବକାରୀ ବିଭାଗର କନେଷ୍ଟବଲ ମାନଙ୍କୁ ଜିଲ୍ଲା କ୍ୟାଡର କରାଯାଇଛି ।  ଜଳସମ୍ପଦ ବିଭାଗର ୧୦୮ କୋଟିର ବୈତରଣୀ ଲେଫ୍ଟ ଏବଂ ରାଇଟ କେନାଲ ହେବ ।  ଭଦ୍ରକ, ବାଲେଶ୍ବର ଏବଂ କେନ୍ଦୁଝରର ୬୦ ହଜାର ହେକ୍ଟର ଜମି ଜଳ ସେଚିତ ହେବ ।  ସ୍ୱାସ୍ଥ୍ୟ ବିଭାଗର ୧୦୮ ସେବା ପାଇଁ ଆଗାମୀ ୫ ବର୍ଷ ପାଇଁ ୨୩୯୮ କୋଟି କ୍ୟାବିନେଟ ମଂଜୁର କରିଛି ।  ୮୬୬ ଟି ଆମ୍ବୁଲାନ୍ସ କାର୍ଯ୍ୟକ୍ରମ ଚାଲିବ।  ଆଜିର କ୍ୟାବିନେଟରେ ୬ ଟି ପ୍ରସ୍ତାବ ଅନୁମୋଦିତ ହୋଇଛି ।

ମହିଳା ଏବଂ ଶିଶୁ କଲ୍ୟାଣ ସେବାକୁ ଆଗକୁ ବଢାଇବା ପାଇଁ ଓଡ଼ିଶା ଶିଶୁ ଏବଂ ମହିଳା କଲ୍ୟାଣ ସେବା ନିୟମରେ ଏକ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରାଯାଇଛି।  ଯାହା ଦ୍ୱାରା ଜୁନିଅର ଗ୍ରେଡ୍ ପଦବୀ ପାଇଁ ଆବେଦନ କରୁଥିବା ଅଙ୍ଗନୱାଡି କର୍ମୀଙ୍କ ପାଇଁ ସର୍ବନିମ୍ନ ଶିକ୍ଷାଗତ ଯୋଗ୍ୟତା ହାଇସ୍କୁଲ ପାସ୍ ପରିବର୍ତ୍ତେ ସ୍ନାତକ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ।

Post Views: 50
Share200Tweet125Send
Voice of Victims

Voice of Victims

Recent Posts

  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା
  • କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋଲ୍‌ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି
  • ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି
  • ରାଜ୍ୟରେ କାଳବୈଶାଖୀର ତାଣ୍ଡବ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In