• About Us
  • Contact Us
Saturday, July 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପହଲଗାମ ଆତଙ୍କୀ ଆକ୍ରମଣକୁ ନେଇ ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ସୁଲତା ଦେଓ

by Voice of Victims
April 27, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ପହଲଗାମ ଆତଙ୍କୀ ଆକ୍ରମଣକୁ ନେଇ ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ସୁଲତା ଦେଓ

ଭୁବନେଶ୍ୱର: ବିଜେଡି ରାଜ୍ୟସଭା ସାଂସଦ ସୁଲତା ଦେଓ ପହଲଗାମରେ ହୋଇଥିବା ଆତଙ୍କୀ ଆକ୍ରମଣକୁ ନେଇ ଏକ ବିବାଦୀୟ ମନ୍ତବ୍ୟ ଦେବା ପରେ ଆଜି କ୍ଷମା ମାଗିଛନ୍ତି । ସେ କହିଛନ୍ତି କି, ଯଦି ତାଙ୍କ ବୟାନ ରାଜ୍ୟବାସୀ ତଥା ଦେଶବାସୀଙ୍କୁ ଦୁଃଖ ପହଞ୍ଚେଇଛି ତେବେ ସେ ସେମାନଙ୍କ ଠାରୁ କ୍ଷମା ଚାହୁଁଛନ୍ତି ।

ସେ କହିଥିଲେ ଯେତିକି ସମୟ ଭିତରେ ଆତଙ୍କବାଦୀମାନେ ଜଣଙ୍କ ପରେ ଜଣେ ଭାରତୀୟଙ୍କୁ ହତ୍ୟା କଲେ ସେତିକି ସମୟ ଭିତରେ ସେମାନଙ୍କ ଧର୍ମ ପଚାରିବା ସମ୍ଭବ ନୁହେଁ । ଏହା କେବଳ ଅନୁମାନ ଲଗାଇ ପରିବାର କହିଥାଇ ପାରନ୍ତି ବୋଲି ସେ କହିଥିଲେ । ହିନ୍ଦୁ କି ନୁହେଁ ପଚାରି ଆତଙ୍କବାଦୀ ଗୁଳି ମାରିଚାଲିଥିଲେ ବୋଲି ମୃତକଙ୍କ ପରିବାର କହୁଥିବା ବେଳେ ସାଂସଦ ସୁଲତାଙ୍କ ବିବାଦୀୟ ମନ୍ତବ୍ୟ ନେଇ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି ।

Post Views: 59
Share198Tweet124Send
Voice of Victims

Voice of Victims

Recent Posts

  • ଶଙ୍ଖକ୍ଷେତ୍ର ଫାଉଣ୍ଡେସନର ବଡ ଦାଣ୍ଡରେ ରନ୍ଧାଖାଦ୍ୟ ପରିବେଷଣ ସେବା
  • ବଡ଼ ଏକାଦଶୀରେ ଟାଉନ କ୍ଲବର ୪୦ତମ ଭଜନ ସମାରୋହ : ଭକ୍ତିରସରେ ଝୁମିଲା ଦ୍ୱିତୀୟ ଶ୍ରୀକ୍ଷେତ୍ର ରଣପୁର
  • ସମ୍ ଅଲ୍‌ଟିମେଟ୍ ମେଡିକେୟାରରେ ଜଟିଳ ପ୍ରକ୍ରିୟା : ୧୦ ମାସର ଶିଶୁର ଜୀବନ ବଂଚାଇଲେ ଡାକ୍ତର
  • ଦେଶର ପରବର୍ତ୍ତୀ ଶିକ୍ଷାମନ୍ତ୍ରୀ ହେବେ ଦେବେନ୍ଦ୍ର ଫଡନାଭିସ୍?: ସଞ୍ଜୟ ରାଉତଙ୍କ ବଡ଼ ଦାବି 
  • ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ବଡ଼ ନିଷ୍ପତ୍ତି: ପ୍ରତିବାଦ ଶେଷ ଘୋଷଣା କଲା CJP

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In