• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ମୋଦିଙ୍କ ମନ୍ କି ବାତରେ ପହଲଗାମ, ଆତଙ୍କୀ ହମଲାକୁ ନିନ୍ଦା କଲେ ପ୍ରଧାନମନ୍ତ୍ରୀ ମୋଦି

by Voice of Victims
April 27, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ମୋଦିଙ୍କ ମନ୍ କି ବାତରେ ପହଲଗାମ, ଆତଙ୍କୀ ହମଲାକୁ ନିନ୍ଦା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ମୋଦିଙ୍କ ମନ୍ କି ବାତରେ ପହଲଗାମ ।  ୧୨୧ ତମ ମନ କି ବାତ୍‌ କାର୍ଯ୍ୟକ୍ରମରେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।  ପ୍ରଧାନମନ୍ତ୍ରୀ ତାଙ୍କର ମନ କି ବାତ କାର୍ଯ୍ୟକ୍ରମରେ ପୁଣି ଥରେ ଆତଙ୍କବାଦ ପ୍ରସଙ୍ଗ ଉଠାଇଛନ୍ତି । ସେ ପହଲଗାମର ପୀଡିତ ପରିବାରକୁ ନ୍ୟାୟ ପ୍ରଦାନ କରିବାର ପ୍ରତିଶ୍ରୁତି ଦେଇଛନ୍ତି ।  ଆତଙ୍କୀ ହମଲାକୁ ନିନ୍ଦା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ପ୍ରଧାନମନ୍ତ୍ରୀ କହିଛନ୍ତି, ପହଲଗାମ ଆତଙ୍କୀ ହମଲା ସାରାଦେଶକୁ ପୀଡ଼ା ଦେଇଛି ।  ପୀଡ଼ିତଙ୍କ ପରିବାରକୁ ନ୍ୟାୟ ମିଳିବ।  ଆତଙ୍କବାଦୀଙ୍କୁ କଡ଼ା ଜବାବ ଦିଆଯିବ।  ଜମ୍ମୁ-କଶ୍ମୀର ବିକାଶକୁ ସେମାନେ ସହଜରେ ଗ୍ରହଣ କରିପାରୁନାହାନ୍ତି ।  ଆତଙ୍କବାଦ ବିରୁଦ୍ଧରେ ଲଢ଼ିବାକୁ ଆମେ ସମସ୍ତେ ଏକାଠି ।   ଆତଙ୍କବାଦ ସହ ଲଢ଼ିବାକୁ ସାରାବିଶ୍ବ ଆମ ସହ ଅଛି ବୋଲି ମୋଦି କହିଛନ୍ତି ।

ମୋଦୀ କହିଛନ୍ତି, ଆତଙ୍କବାଦୀ ଏବଂ ସେମାନଙ୍କ ମାଲିକମାନେ ଚାହାଁନ୍ତି ଯେ କାଶ୍ମୀର ପୁଣି ଥରେ ଧ୍ୱଂସ ହେଉ ।  ସେଥିପାଇଁ ସେମାନେ ଏତେ ବଡ଼ ଷଡ଼ଯନ୍ତ୍ର କରିଛନ୍ତି ।  ଆତଙ୍କବାଦ ବିରୋଧୀ ଏହି ଯୁଦ୍ଧରେ ୧୪୦ କୋଟି ଭାରତୀୟଙ୍କ ଏକତା ହେଉଛି ଆମର ସବୁଠାରୁ ବଡ଼ ଶକ୍ତି ।  ପର୍ଯ୍ୟଟକଙ୍କ ସଂଖ୍ୟାରେ ରେକର୍ଡ ବୃଦ୍ଧି ଘଟିଛି, ଲୋକଙ୍କ ଆୟ ବୃଦ୍ଧି ପାଉଛି, ଯୁବପିଢ଼ିଙ୍କ ପାଇଁ ନୂତନ ସୁଯୋଗ ସୃଷ୍ଟି ହେଉଛି ।  ଦେଶର ଶତ୍ରୁ, ଜମ୍ମୁ-କାଶ୍ମୀରର ଶତ୍ରୁମାନେ ଏହାକୁ ପସନ୍ଦ କରିନଥିଲେ ।

Post Views: 29
Share197Tweet123Send
Voice of Victims

Voice of Victims

Recent Posts

  • ଉତ୍କଳ ଦିବସ ଅବସରରେ ରକ୍ତଦାନ ଶିବିର, ସଂଗ୍ରହ ହେଲା ୧୩୭ ୟୁନିଟ ରକ୍ତ
  • ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ
  • ପତଞ୍ଜଳି ଯୋଗ କେନ୍ଦ୍ରରେ ଉତ୍କଳ ଦିବସ ପାଳନ
  • ଗୁରୁତ୍ୱପୂର୍ଣ୍ଣ ପେଟ୍ରୋକେମିକାଲ୍ ଉତ୍ପାଦଗୁଡ଼ିକ ଉପରେ ସମ୍ପୂର୍ଣ୍ଣ ସୀମା ଶୁଳ୍କ ଛାଡ଼ କଲେ ସରକାର
  • ମେ’ ୧ମ/ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍ ପରୀକ୍ଷା ଫଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In