• About Us
  • Contact Us
Thursday, April 30, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍ କିଷାନ ଟଙ୍କା, ୫୦ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀ ହେଲେ ଲାଭବାନ

by Voice of Victims
April 30, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍ କିଷାନ ଟଙ୍କା, ୫୦ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀ ହେଲେ ଲାଭବାନ

ଭୁବନେଶ୍ୱର : ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍ କିଷାନ ଟଙ୍କା ।  ଅକ୍ଷୟ ତୃତୀୟାରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ ।  ୫୦ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା ଟଙ୍କା ।  ନାମମାତ୍ର ଚାଷୀଙ୍କଠୁ ନେଇ କ୍ଷୁଦ୍ର ଏବଂ ଭୂମିହୀନ ଚାଷୀଙ୍କୁ ମିଳିଛି ଏହି ସିଏମ କିଷାନ ଟଙ୍କା ।

୧ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ଚାଷୀଙ୍କ ଖାତାକୁ ପଠାଗଲା  ।  ସ୍ବତନ୍ତ୍ର ଉତ୍ସବରେ ଡିବିଟି ମାଧ୍ୟମରେ ହସ୍ତାନ୍ତର କଲେ ମୁଖ୍ୟମନ୍ତ୍ରୀ ।  ସିଏମ କିଷାନ ଯୋଜନାରେ ଚାଷୀ ମାନଙ୍କୁ ବର୍ଷକୁ ୨ଟି କିସ୍ତିରେ ୪ ହଜାର ଟଙ୍କା ମିଳିବ। ନୂଆଖାଇ ଓ ଅକ୍ଷୟ ତୃତୀୟାରେ ଦୁଇଟି କିସ୍ତିରେ ୪ ହଜାର ଟଙ୍କା ଦେଇଛନ୍ତି ସରକାର ।

Post Views: 55
Share199Tweet124Send
Voice of Victims

Voice of Victims

Recent Posts

  • ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ୭୦ ପ୍ଲାଟୁନ ଫୋର୍ସ ହେବେ ମୁତୟନ
  • ଇଭିଏମ୍ ଟ୍ୟାମ୍ପରିଂ ହୋଇଥିଲେ, ପୁଣିଥରେ ହେବ ମତଦାନ
  • କେନ୍ଦୁଝରରେ ଇ-ବସ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ଆଇପିଏସ ଅଜୟ ପାଲ ଶର୍ମାଙ୍କୁ କଲିକତା ହାଇକୋର୍ଟରୁ ଆଶ୍ବସ୍ତି, ସୁପ୍ରିମକୋର୍ଟରେ ପିଆଇଏଲ ଦାଖଲ
  • ବଦଳିଲା ପାନ୍ କାର୍ଡ ନିୟମ ; ନମାନିଲେ ଦେବେ ୧୦ ହଜାର ଜରିମାନା!

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In