• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜି ଦୀଘା ଜଗନ୍ନାଥ ମନ୍ଦିର ଉଦଘାଟନ କରିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହୋଇଛି ୨୫୦କୋଟି ଟଙ୍କା

by Voice of Victims
April 30, 2025
in ଆଞ୍ଚଳିକ ଖବର, ଦେଶ ବିଦେଶ, ମୁଖ୍ୟ ଖବର
ଆଜି ଦୀଘା ଜଗନ୍ନାଥ ମନ୍ଦିର ଉଦଘାଟନ କରିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହୋଇଛି ୨୫୦କୋଟି ଟଙ୍କା

ଦୀଘା: ଅକ୍ଷୟ ତୃତୀୟା ଅବସରରେ ଦୀଘା ଜଗନ୍ନାଥ ମନ୍ଦିର ଉଦଘାଟନ କରିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ।  ୨୦ଏକର ଜାଗାରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଅନୁକରଣରେ ଏହି ମନ୍ଦିର ନିର୍ମାଣ କରାଯାଇଛି ।  ୬୫ ଫୁଟ୍ ଉଚ୍ଚର ଏହି ଭବ୍ୟ ମନ୍ଦିର ନିର୍ମାଣ ପାଇଁ ୨୫୦କୋଟି ଟଙ୍କା ବ୍ୟୟ କରାଯାଇଛି ।

ପାରମ୍ପରିକ କଳିଙ୍ଗ ସ୍ଥାପତ୍ୟ ଶୈଳୀରେ ଓ ରାଜସ୍ଥାନ ଗୋଲାପୀ ବାଲିପଥରରେ ନିର୍ମିତ ହୋଇଛି ଏହି ଭବ୍ୟ ସ୍ଥାପତ୍ୟ ।   ରାଜସ୍ଥାନର ୮୦୦ରୁ ଅଧିକ କୁଶଳୀ କାରିଗର ଏହି ମନ୍ଦିର ନିର୍ମାଣ କରିଛନ୍ତି ।  ଦୀଘାର ମନ୍ଦିରରେ ପୁରୀ ଜଗନ୍ନାଥ ମନ୍ଦିର ପରି ଭୋଗ ମଣ୍ଡପ, ନାଟ ମଣ୍ଡପ,ଜଗମୋହନ ଏବଂ ପବିତ୍ର ଗର୍ଭଗୃହରେ ଅତି ନିଖୁଣ କାରୁକାର୍ଯ୍ୟ କରାଯାଇଛି ।  ମନ୍ଦିର ଉଦଘାଟନ ପରେ ଦୀଘାକୁ ପର୍ଯ୍ୟଟକଙ୍କ ସୁଅ ଛୁଟିବ ।  ବିଦେଶୀ ପର୍ଯ୍ୟଟକ ବି ଦୀଘା ଆସିବେ।

Post Views: 56
Share198Tweet124Send
Voice of Victims

Voice of Victims

Recent Posts

  • ଡିଜିସିଏର ନୂଆ ଡିଜି ହେଲେ ବୀର ବିକ୍ରମ ଯାଦବ, ଶ୍ରୀମନ୍ଦିରର ଥିଲେ ମୁଖ୍ୟ ପ୍ରଶାସକ
  • ବଢ଼ିଲା ଧାନ କିଣା ଡେଡଲାଇନ, ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର
  • ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ, ପେଟ୍ରୋଲ ନିର୍ଭରଶୀଳତା କମିବ
  • ସାମ୍ବାଦିକଙ୍କ ମାତୃ ବିୟୋଗ
  • ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In