• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପ୍ରକାଶ ପାଇଲା ଦଶମ ଆଇସିଏସ୍‌ଇ ଓ ଦ୍ୱାଦଶ ଆଇଏସ୍‌ସି ରେଜଲ୍ଟ

by Voice of Victims
April 30, 2025
in ଆଞ୍ଚଳିକ ଖବର, ଦେଶ ବିଦେଶ, ମୁଖ୍ୟ ଖବର
ପ୍ରକାଶ ପାଇଲା ଦଶମ ଆଇସିଏସ୍‌ଇ ଓ ଦ୍ୱାଦଶ ଆଇଏସ୍‌ସି ରେଜଲ୍ଟ

ଭୁବନେଶ୍ୱର: ପ୍ରକାଶ ପାଇଲା ଦଶମ ଆଇସିଏସ୍‌ଇ  ଓ ଦ୍ୱାଦଶ ଆଇଏସ୍‌ସି ରେଜଲ୍ଟ । କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକ୍‌ଜାମିନେଶନ୍ସ (ସିଆଇଏସ୍‌ସିଇ) ୱେବସାଇଟ୍‌ରେ ରେଜଲ୍ଟ ପ୍ରକାଶ । ଏହି ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀ cisce.org, results.cisce.org ଏବଂ DigiLocker ୱେବସାଇଟକୁ ଯାଇ କରିପାରିବେ ଚେକ୍‌। ଏହା ବ୍ୟତୀତ ଛାତ୍ରଛାତ୍ରୀ ସିଧାସଳଖ ଏହି https://tmgr-98fkj2l4xmvz7 ଲିଙ୍କ ଜରିଆରେ ନିଜ ରେଜଲ୍ଟ ଦେଖିପାରିବେ ।

ଚଳିତ ବର୍ଷ ଆଇଏସସିର ପରୀକ୍ଷା ୧୩ ଫେବୃଆରୀରୁ ୫ ଅପ୍ରେଲ ୨୦୨୫ ପର୍ଯ୍ୟନ୍ତ ଅୟୋଜନ କରାଯାଇଥିଲା। ଏଥିସହ ଆଇସିଏସଇର ପରୀକ୍ଷାଗୁଡ଼ିକ ୧୮ ଫେବୃଆରୀରୁ ୨୭ ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିଥିଲା।

Post Views: 52
Share201Tweet126Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In