• About Us
  • Contact Us
Saturday, August 15, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଅକ୍ଷୟ ତୃତୀୟାରେ ଖସିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ଅଛି ଦର?

by Voice of Victims
April 30, 2025
in ଦେଶ ବିଦେଶ, ମୁଖ୍ୟ ଖବର
ସୁନାଦରକୁ ନେଇ କେନ୍ଦ୍ର ସରକାରଙ୍କ ବଡ ଘୋଷଣା! ଏତେ ଟଙ୍କା କମାଇଦେଲେ…

ନୂଆଦିଲ୍ଲୀ: ଅକ୍ଷୟ ତୃତୀୟାରେ ଶସ୍ତା ହେଲା ସୁନା ଦର । ଦର ବଢ଼ି ବଢ଼ି ଚାଲିବା ପରେ ଆଜି ହଠାତ କମିଛି । ଅକ୍ଷୟ ତୃତୀୟାରେ ସୁନା କିଣିବା ଶୁଭ ହୋଇଥାଏ ବୋଲି ହିନ୍ଦୁ ଧର୍ମରେ ବିଶ୍ବାସ ରହିଛି । ତେବେ ଆଜିର ଦିନରେ ସୁନା ଦୋକାନରେ ପ୍ରବଳ ଭିଡ଼ ମଧ୍ୟ ପରିଲକ୍ଷିତ ହୁଏ । ସୁନା ଦର କମିବା ଏବେ ଗ୍ରାହକଙ୍କୁ ସୁହାଇବ ।

ଆଜି ୨୪ କ୍ୟାରେଟ ସୁନା ୧୦ ଗ୍ରାମକୁ ରହିଛି ୯୭.୯୧୦ ଟଙ୍କା । ସେହିପରି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ରହିଛି ୮୯, ୭୫୦ ଟଙ୍କା ରହିଛି । ଏବଂ ୧୮ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ରହିଛି ୭୩, ୪୪୦ ଟଙ୍କା ।

ସୁନାର ଉତ୍ପାଦ ଶୁଳ୍କ, ରାଜ୍ୟ ଟିକସ ଏବଂ ମେକିଂ ଚାର୍ଜ ଯୋଗୁ ସୁନା ଅଳଙ୍କାରର ମୂଲ୍ୟ ସାରା ଦେଶରେ ଭିନ୍ନ ହୋଇଥାଏ। କ୍ୟାରଟ ଅନୁସାରେ ସୁନା ଅଳଙ୍କାରରେ ହଲ ମାର୍କ ଚିହ୍ନିତ ହୋଇଥାଏ । ୨୪ କ୍ୟାରେଟରେ ୯୯୯ ଲେଖାଯାଇଥାଏ, ୨୩ କ୍ୟାରେଟରେ ୯୫୮ ଏବଂ ୨୨ କ୍ୟାରେଟରେ ୯୧୬, ୨୧ କ୍ୟାରେଟରେ ୮୭୫ ଏବଂ ୧୮ କ୍ୟାରେଟରେ ୭୫୦ ଲେଖା ଯାଇଥାଏ ।

Post Views: 102
Share200Tweet125Send
Voice of Victims

Voice of Victims

Recent Posts

  • ହରୀପ୍ରୀୟା ଇଂରାଜୀ ମିଡିୟମ୍ ବିଦ୍ୟାଳୟରେ ପାଳିତ ହେଲା ସ୍ୱାଧୀନତା ଦିବସ
  • ପତାକା ଉତ୍ତୋଳନ ପୂର୍ବରୁ ବିଦ୍ୟୁତ୍ ଆଘାତରେ ଶିକ୍ଷକ ମୃତ
  • ପତଞ୍ଜଳି ଯୋଗପୀଠ ପକ୍ଷରୁ ସ୍ବାଧୀନତା ଦିବସ ପାଳନ
  • ଇଣ୍ଡୋନେସିଆରେ ୭.୭ ତୀବ୍ରତାର ଭୂକମ୍ପ, ୨ ମୃତ, ସୁନାମି ସତର୍କତା ଜାରି
  • ଲଘୁଚାପ ପରେ ପୁଣି ଲଘୁଚାପ, ରାଜ୍ୟର ୩୦ ଜିଲ୍ଲାକୁ ବର୍ଷା ସତର୍କତା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In