• About Us
  • Contact Us
Thursday, March 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଉ ଦୁଇ ଦିନ କାଳବୈଶାଖୀ, ପୁଣି ୮ରୁ କଲବଲ କରିବ ମୁଣ୍ଡଫଟା ଖରା

by Voice of Victims
May 5, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ୱର : ରାଜ୍ୟକୁ ପୁଣି ଫେରିବ ତାତି । ଆଉ ୩ ଦିନ ପରେ କଲବଲ କରିବ ମୁଣ୍ଡଫଟା ଖରା । ୮ତାରିଖରୁ ପାଖାପାଖି ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ତାପମାତ୍ରା । ଏପଟେ ରାଜ୍ୟରେ ଆହୁରି ୨ ଦିନ କାଳବୈଶାଖୀ ବର୍ଷା ରହିଛି । ବର୍ଷା ପ୍ରଭାବରେ କମ ରହିବ ଦିନ ତାପମାତ୍ରା ।  ଆଜି ୫ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଏବଂ ଗଜପତି ଜିଲ୍ଲାକୁ ଅରେଞ୍ଜ ଏବଂ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ମଧ୍ୟ କାଳବୈଶାଖୀ ପ୍ରଭାବ ରହିବ।

ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ସମେତ ଗଜପତି ଜିଲ୍ଲାରେ କାଳବୈଶାଖୀର ପ୍ରଭାବ ଅଧିକ ରହିବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା, ପବନ, କୁଆପଥର ମାଡ଼ ଆଶଙ୍କା ରହିଛି । ଏହାର ପ୍ରଭାବରେ ତାପମାତ୍ରା ବଢ଼ିବନି ।  ୮ ତାରିଖଠାରୁ ରାଜ୍ୟରେ ତାତି ବଢ଼ିବା ସମ୍ଭାବନା ଅଛି ।

Post Views: 66
Share197Tweet123Send
Voice of Victims

Voice of Victims

Recent Posts

  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ
  • ଆଜି ଅଶୋକାଷ୍ଟମୀ, ଗଡ଼ିବ ଲିଙ୍ଗରାଜଙ୍କ ରୁକୁଣା ରଥ
  • ରାଜ୍ୟରେ ତାଣ୍ଡବ ରଚୁଛି କାଳବୈଶାଖୀ, ଛାରଖାର ହୋଇଗଲା ମହୋତ୍ସବ ଲାଗି ପଡ଼ିଥିବା ଷ୍ଟଲ୍
  • ଘଡଘଡି , ବିଜୁଳି ସାଙ୍ଗକୁ କୁଆପଥର ବର୍ଷା
  • କଳସଯାତ୍ରା ରୁ ଆରମ୍ଭ ହେଲା ଶ୍ରୀରାମ ନବମୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In