• About Us
  • Contact Us
Thursday, February 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଟାଚ ହେବ ରାଜା ଚକ୍ରଙ୍କ ସମ୍ପତ୍ତି, ଏସଟିଏଫ୍ ପକ୍ଷରୁ ସୂଚନା

by Voice of Victims
May 5, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ବିଜେଡି ନେତା ରାଜା ଚକ୍ରଙ୍କୁ ରିମାଣ୍ଡରେ ନେବାକୁ ଆବେଦନ କଲା କ୍ରାଇମବ୍ରାଞ୍ଚ: ୫ ଦିନିଆ ରିମାଣ୍ଡରେ ନେବା ପାଇଁ EOWର ଆବେଦନ

ଭୁବନେଶ୍ୱର : ଆଟାଚ ହେବ ରାଜା ଚକ୍ରଙ୍କ ସମ୍ପତ୍ତି । ରାଜା ଚକ୍ରଙ୍କ କ୍ରସର ୟୁନିଟ ଓ ଅନ୍ୟ ଜାଗାରେ STFର ଚଢ଼ାଉ । କେନ୍ଦୁଝର ଓ ଆଖପାଖ ଅଞ୍ଚଳରେ STFର ସ୍ବତନ୍ତ୍ର ଟିମ୍ ଚଢ଼ାଉ କରୁଛି। ରାଜା ଚକ୍ରଙ୍କ ସମ୍ପତ୍ତି ଆଟାଚ ହେବା ନେଇ ଏସଟିଏଫ୍ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ, ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଓ ପରିବହନ କୋ-ଅପରେଟିଭ ସୋସାଇଟିରେ ଆର୍ଥିକ ଘୋଟାଲା ଘଟଣାରେ ତଦନ୍ତ କରୁଛି କ୍ରାଇମ ବ୍ରାଞ୍ଚ । ଏହି ଘଟଣାରେ କ୍ରାଇମ ବ୍ରାଞ୍ଚ ରାଜା ଚକ୍ର ସମେତ ୪ ଜଣଙ୍କୁ ଗିରଫ କରି ତଦନ୍ତ ଚଳାଇଛି । ତେବେ ଏହି ଘଟଣାରେ ତଦନ୍ତକାରୀ ସଂସ୍ଥା ରାଜା ଚକ୍ରଙ୍କୁ ଅଧିକ ପଚରାଉଚରା କରିବାକୁ ଶୁକ୍ରବାର ସ୍ଥାନୀୟ ଏସଡିଜେଏମ କୋର୍ଟରେ ୭ ଦିନ ପାଇଁ ରିମାଣ୍ଡରେ ନେବାକୁ ଆବେଦନ କରିଥିବା ସୂଚନା ମିଳିଛି ।

ତେବେ କେନ୍ଦୁଝର ଶୁଆକାଟି ସ୍ଥିତ ଗନ୍ଧମାର୍ଦ୍ଦନ ଲୋଡ଼ିଂ ଏଜେନ୍ସି ଆଣ୍ଡ ଟ୍ରାନ୍ସପୋର୍ଟିଂ କୋଅପରେଟିଭ ସୋସାଇଟିର ସଦସ୍ୟ ନଥାଇ ରାଜା ଚକ୍ର ଓ ତାଙ୍କ ସହଯୋଗୀ କୋଟି କୋଟି ଟଙ୍କା ଅତ୍ମସାତ କରିଥିବା ଅଭିଯୋଗ ହୋଇଥିଲା । ପଚରାଉଚରା ପରେ ରାଜାଚକ୍ରଙ୍କୁ ବାନ୍ଧିଥିଲା କ୍ରାଇମବ୍ରାଞ୍ଚ ଇଓଡବ୍ଲୁ ।

Post Views: 39
Share197Tweet123Send
Voice of Victims

Voice of Victims

Recent Posts

  • ଦୋଳପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ ପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ, ସୂଚନା ଦେଲେ ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ
  • କାଳବୈଶାଖୀ ବର୍ଷାରେ ଭିଜିଲା ଅଧା ଓଡ଼ିଶା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଓଡ଼ିଶା ଭିଜିଲାନ୍ସ ଇତିହାସରେ ସବୁଠାରୁ ବଡ଼ ନଗଦ ଜବତ, ଖଣି ଅଫିସରଙ୍କ ଘରୁ ମିଳିଲା ୪ କୋଟି କ୍ୟାସ୍
  • ଶାରୀରିକ ସମ୍ପର୍କ ପରେ କୁଣ୍ଡଳୀ ମେଳକ ବାହାନା କରି ବିବାହ ମନା କରିବା ଅପରାଧ: ଦିଲ୍ଲୀ ହାଇକୋର୍ଟ
  • ଆଜି ବସିବ ଶ୍ରୀମନ୍ଦିର ଛତିଶାନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ, ଗ୍ରହଣ ସ୍ପର୍ଶର ୯ ଘଣ୍ଟା ପୂର୍ବରୁ ଦେବନୀତି କରାଯିବ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In