• About Us
  • Contact Us
Thursday, April 30, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଦୀଘା ଜଗନ୍ନାଥ ମନ୍ଦିରକୁ ନେଇ ତେଜୁଛି ବିବାଦ; ’ଜଗନ୍ନାଥ ଧାମ’ ଲେଖା ହଟାଇବାକୁ ନେଇ ମମତାଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

by Voice of Victims
May 6, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଦୀଘା ଜଗନ୍ନାଥ ମନ୍ଦିରକୁ ନେଇ ତେଜୁଛି ବିବାଦ; ’ଜଗନ୍ନାଥ ଧାମ’ ଲେଖା ହଟାଇବାକୁ ନେଇ ମମତାଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଦୀଘାରେ ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ନିର୍ମାଣ ହୋଇଥିବା ଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଥମିବାର ନାଁ ନେଉନି । ୪ ଧାମ ମଧ୍ୟରୁ ପୁରୀ ଜଗନ୍ନାଥ ଧାମ ଅନ୍ୟତମ ହୋଇଥିବା ବେଳେ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିବାଦ ସୃଷ୍ଟି କରିଛନ୍ତି ।

ଏହାକୁ ନେଇ ରାଜ୍ୟ ସରକାରଙ୍କ ତରଫରୁ ଏହି ନାମ ହଟାଇବାକୁ ବାରମ୍ବାର ଅନୁରୋଧ କରାଯାଉଥିବା ବେଳେ ମମତା କିନ୍ତୁ ନିଜ ଜିଦରେ ଅଟଳ ରହିଛନ୍ତି । ଏସବୁ ଭିତରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମମତା ବାନାର୍ଜୀଙ୍କୁ ଏକ ଚିଠି ଲେଖିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି କି, ଜଗନ୍ନାଥ ଧାମର ନାମ ପବିତ୍ର ଓ ସ୍ୱତନ୍ତ୍ର । ଏହି ନାମ ପୁରୀ ସହିତ ଜଡିତ ରହିଛି । ଏହି ନାମକୁ ଅନ୍ୟ କୌଣସି ମନ୍ଦିର କିମ୍ବା ସ୍ଥାନ ସହ ଯୋଡିବା ଠିକ ନୁହେଁ । ଏଭଳି କଲେ କୋଟି କୋଟି ଶ୍ରଦ୍ଧାଳୁଙ୍କୁ ଭାବାବେଗ ଆଘାତ ପାଇବ । 

Post Views: 74
Share199Tweet124Send
Voice of Victims

Voice of Victims

Recent Posts

  • ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ୭୦ ପ୍ଲାଟୁନ ଫୋର୍ସ ହେବେ ମୁତୟନ
  • ଇଭିଏମ୍ ଟ୍ୟାମ୍ପରିଂ ହୋଇଥିଲେ, ପୁଣିଥରେ ହେବ ମତଦାନ
  • କେନ୍ଦୁଝରରେ ଇ-ବସ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ଆଇପିଏସ ଅଜୟ ପାଲ ଶର୍ମାଙ୍କୁ କଲିକତା ହାଇକୋର୍ଟରୁ ଆଶ୍ବସ୍ତି, ସୁପ୍ରିମକୋର୍ଟରେ ପିଆଇଏଲ ଦାଖଲ
  • ବଦଳିଲା ପାନ୍ କାର୍ଡ ନିୟମ ; ନମାନିଲେ ଦେବେ ୧୦ ହଜାର ଜରିମାନା!

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In