• About Us
  • Contact Us
Friday, May 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଚନ୍ଦ୍ରଶେଖରପୁରସ୍ଥିତ ଭେଙ୍କଟେଶ୍ୱର ଇଂରାଜୀ ମାଧ୍ୟମ ବିଦ୍ୟାଳୟର ଦଶମ ଓ ଦ୍ୱାଦଶ ଶ୍ରେଣୀ ସିବିଏସ ଇ ପରୀକ୍ଷାର ସଫଳତା

by Voice of Victims
May 14, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଚନ୍ଦ୍ରଶେଖରପୁରସ୍ଥିତ ଭେଙ୍କଟେଶ୍ୱର ଇଂରାଜୀ ମାଧ୍ୟମ ବିଦ୍ୟାଳୟର ଦଶମ ଓ ଦ୍ୱାଦଶ ଶ୍ରେଣୀ ସିବିଏସ ଇ ପରୀକ୍ଷାର ସଫଳତା

ଭୁବନେଶ୍ୱର: ଚନ୍ଦ୍ରଶେଖରପୁର ସ୍ଥିତ ଭେଙ୍କଟେଶ୍ୱର ଇଂରାଜୀ ମାଧ୍ୟମ ବିଦ୍ୟଳୟର ଦଶମ ଶ୍ରେଣୀ ଓ ଦ୍ୱାଦଶ ଶ୍ରେଣୀ ସିବିଏସଇ ପରୀକ୍ଷାରେ ଛାତ୍ରଛାତ୍ରୀମାନେ ଆଶାତୀତ ସଫଳତା ଅର୍ଜନ କରିଛନ୍ତି । ଦଶମ ଶ୍ରେଣୀ ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରଛାତ୍ରୀ ସଫଳତାର ସହିତ ଉତ୍ତୀର୍ଣ୍ଣ ହୋଇଛନ୍ତି । ମୋଟ ୭୫ ଜଣ ଛାତ୍ରଛାତ୍ରୀ ୯୦%ରୁ ଉର୍ଦ୍ଧ୍ୱ ନମ୍ବର ରଖି ବିଦ୍ୟାଳୟ ପାଇଁ ଗୌରବ ରକ୍ଷା କରିଛନ୍ତି । ସେମାନଙ୍କ ମଧ୍ୟରୁ ସୌମ୍ୟ ସ୍ମାରକ ଦଳବେହେରା, ଶିଞ୍ଜିନୀ ଘୋଷ ମିଳିତ ଭାବେ ୯୯ % ନମ୍ବର ରଖି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ଏବଂ ଶ୍ରେୟାଂଶ ରଥ ୯୮.୪ % ନମ୍ବର ରଖି ଦ୍ବିତୀୟ ସ୍ଥାନ ଅଧିକାର କରିଛନ୍ତି ।

ଉକ୍ତ ବିଦ୍ୟାଳୟର ଦ୍ୱାଦଶ ଶ୍ରେଣୀର ସମସ୍ତ ଛାତ୍ରଛାତ୍ରୀ ସଫଳତାର ସହିତ ଉତ୍ତୀର୍ଣ୍ଣ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୨ ଜଣ ୯୦% ରୁ ଉର୍ଦ୍ଧ୍ୱ ନମ୍ବର ରଖି ବିଦ୍ୟାଳୟ ପାଇଁ ଗୌରବ ଅର୍ଜନ କରିଛନ୍ତି । ଶକ୍ତି ପ୍ରସାଦ ଦାସ ୯୫% ନମ୍ବର ରଖି (ବିଜ୍ଞାନ) ରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ଏବଂ (ବାଣିଜ୍ଯ ) ରେ ପିୟୁଷ ରଂଜନ ସାହୁ ୯୭% ନମ୍ବର ରଖି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ଏହି ସଫଳତା ପାଇଁ ବିଦ୍ୟାଳୟର ଚେୟାରମ୍ୟାନ୍ ଶ୍ରୀଯୁକ୍ତ ସୂର୍ଯ୍ୟପ୍ରକାଶ ପତି, ମ୍ୟାନେଜର ଶ୍ରୀଯୁକ୍ତ ବସନ୍ତ କୁମାର ତ୍ରିପାଠୀ, ଅଧ୍ୟକ୍ଷ ଶ୍ରୀଯୁକ୍ତ ଜି.ରାମ କିଶୋର, ପ୍ରଶାସକ ଶ୍ରୀଯୁକ୍ତ ହିମାଂଶୁ ଶେଖର ପତି, ଉପାଧ୍ୟକ୍ଷ ଶ୍ରୀଯୁକ୍ତ ମହେଶ କୁମାର ମିଶ୍ର, ଦ୍ୱାଦଶ ଶ୍ରେଣୀର ଇନଚାର୍ଜ ସଞ୍ଜ ସମୀର ମହାପାତ୍ର, ମିନତି ରଥ, ବିନିତା ଦାସ, କଳ୍ପନା ସାହୁ ଏବଂ ଏହି ସଫଳତା ପାଇଁ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀ, ଅଭିଭାବକ ମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

Post Views: 216
Share200Tweet125Send
Voice of Victims

Voice of Victims

Recent Posts

  • ଆଜି ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ମନ୍ତ୍ରୀ ଶିବରାଜ ସିଂହ ଚୌହାନ
  • କୁମ୍ଭୀରଙ୍କ ପ୍ରଜନନ ଋତୁ, ଆଜିଠୁ ତିନି ମାସ ଯାଏଁ ଭିତରକନିକା ବନ୍ଦ
  • ଭାରତୀୟ ଗଣତନ୍ତ୍ରରେ ମହିଳାଙ୍କ ଯୋଗଦାନ ଉପରେ ଓଡ଼ିଶା ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ; ମହିଳା ସଶକ୍ତିକରଣ ପାଇଁ ଆହ୍ୱାନ କଲେ ମୁଖ୍ୟମନ୍ତ୍ରୀ
  • OAS ସ୍ତରରେ ବଡ଼ ଧରଣର ଅଦଳବଦଳ; ୨୯ ଜଣଙ୍କୁ ବଦଳି କଲେ ରାଜ୍ୟ ସରକାର
  • କାଶୀନାଥଙ୍କ ଘରେ ଫୁଟିଲା ଦୁର୍ଲଭ ବ୍ରହ୍ମକମଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In