• About Us
  • Contact Us
Monday, February 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ସକାଳୁ ସକାଳୁ ଚୀନରେ ଭୂକମ୍ପ ଝଟକା ଅନୁଭୂତ, ତୀବ୍ରତା ୪.୫

by Voice of Victims
May 16, 2025
in ଦେଶ ବିଦେଶ, ମୁଖ୍ୟ ଖବର
ନ୍ୟୁଜିଲାଣ୍ଡରେ ଶକ୍ତିଶାଳୀ ଭୂମିକମ୍ପ; ଆସିପାରେ ସୁନାମି

ନୂଆଦିଲ୍ଲୀ: ଭୂକମ୍ପରେ ଥରିଲା ଚୀନ । ସକାଳୁ ସକାଳୁ ଚୀନରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୫ ରେକର୍ଡ କରାଯାଇଛି । ସକାଳ ୬ଟା ୨୯ ଭୂକମ୍ପ ଅନୁଭୂତ ସୂଚନା ମିଳିଛି । ପଶ୍ଚିମ ଚୀନରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂମିକମ୍ପର ଝଟକା ଅନୁଭବ ହେବା ମାତ୍ରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା ଏବଂ ସେମାନେ ଘରୁ ବାହାରକୁ ଦୌଡ଼ିବାକୁ ଲାଗିଥିଲେ ।

ତେବେ ଗତକାଲି ତୁର୍କୀରେ ମଧ୍ୟ ମଧ୍ୟମ ଧରଣର ଭୂମିକମ୍ପ ହୋଇଥିଲା । ଏହି ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୧ ମାପ କରାଯାଇଛି । ଗୁରୁବାର ଅପରାହ୍ନ ପ୍ରାୟ ୩.୪୬ ସମୟରେ ତୁର୍କୀରେ ଶକ୍ତିଶାଳୀ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା । କୁଲୁରୁ ଉତ୍ତର-ପୂର୍ବରେ ୧୪ କିଲୋମିଟର ଦୂରରେ ଭୂମିକମ୍ପ ଅନୁଭୂତ ହୋଇଥିଲା ।

ସେହିପରି ଆଫଗାନିସ୍ତାନରେ ମଧ୍ୟାହ୍ନ ୧୨ଟା ୪୭ ମିନିଟ ସମୟରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ଏହି ଭୂକମ୍ପର ତ୍ରୀବତା ୪.୦ ରହିଥିଲା । ସୂଚନାଯୋଗ୍ୟ, ଭାରତ ସମେତ ପୁରା ଦୁନିଆରେ ବର୍ତ୍ତମାନ ଭୂକମ୍ପ ଝଟକା ଅନୁଭୂତ ହେଉଛି । କିଛିଦିନ ମଧ୍ୟରେ ଅନେକ ଦେଶକୁ ଭୂକମ୍ପ ଝଟକା ଅନୁଭୂତ ହୋଇଛି ।

Post Views: 40
Share198Tweet124Send
Voice of Victims

Voice of Victims

Recent Posts

  • କେନ୍ଦ୍ରୀୟ ବଜେଟ୍ ଓଡ଼ିଶା ପାଇଁ ବିକାଶର ନୂତନ ଦ୍ୱାର ଖୋଲିବ: ଧର୍ମେନ୍ଦ୍ର ପ୍ରଧାନ
  • ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର, ଏହି ୧୦ ଟି ଟ୍ରେନର ଟିକେଟ୍ ଭଡ଼ା ହେବ ଶସ୍ତା
  • କାର୍ ଦୁର୍ଘଟଣାରେ ପରିବାରର ୨ ମୃତ, ୪ ଲକ୍ଷ ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ବିଜେଡିରୁ ନିଲମ୍ବିତ ହେଲେ କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷ, ଦଳବିରୋଧ କାର୍ଯ୍ୟ ପାଇଁ ନିଲମ୍ବିତ
  • ଋଷିଆରେ ୪ ଭାରତୀୟ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ, ସମସ୍ତେ ଡାକ୍ତରଖାନାରେ ଭର୍ତ୍ତି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In