• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ପାଖେଇଲା ପରିକ୍ରମା ପ୍ରକଳ୍ପ ଉଦଘାଟନ: ଭୋରରୁ କାର୍ଯ୍ୟ ତଦାରଖ କଲେ ପାଣ୍ଡିଆନ

by Voice of Victims
January 14, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ପାଖେଇଲା ପରିକ୍ରମା ପ୍ରକଳ୍ପ ଉଦଘାଟନ: ଭୋରରୁ କାର୍ଯ୍ୟ ତଦାରଖ କଲେ ପାଣ୍ଡିଆନ

ଭୁବନେଶ୍ବର: ଆଜି ସକାଳେ ଅଧ୍ୟକ୍ଷ ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ଶ୍ରୀ ମାର୍ଗ, ଶ୍ରୀ ଜଗନ୍ନାଥ ବିହାର, ଶ୍ରୀ ସେତୁ, ସାମଙ୍ଗା ପାର୍କିଂ ଏବଂ ତୀର୍ଥଯାତ୍ରୀମାନଙ୍କ ପାଇଁ ନିର୍ମାଣ ହେଉଥିବା ସୁବିଧା ପରିଦର୍ଶନ କରିଛନ୍ତି। ପ୍ରଥମେ ସେ ବଡି ଭୋରରୁ ମନ୍ଦିରରେ ପହଞ୍ଚିବା ପରେ ଶ୍ରୀଜିୟୁଙ୍କୁ ଦର୍ଶନ କରିଥିଲେ। ଏହାପରେ ସେ ପ୍ରକଳ୍ପର ବିଭିନ୍ନ କାର୍ଯ୍ୟ ତଦାରଖ କରିଥିଲେ। ଆଉ ତିନିଦିନ ପରେ ଏହି ପ୍ରକଳ୍ପର ଶୁଭାରମ୍ଭ ହେବ। ସେଥିପାଇଁ ପ୍ରସ୍ତୁତି ଶେଷ କରିବା ସହିତ ନିର୍ମାଣ ସ୍ଥଳ ସଫା କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ସେଠାରେ ହେବାକୁ ଥିବା ପ୍ରଦର୍ଶିନ ସଂପର୍କରେ ମଧ୍ୟ ସେ ଅବଗତ ହୋଇଥିଲେ। ଏହି ଗସ୍ତ ସମୟରେ ଜିଲ୍ଲାପାଳ, ଏସପି, ଓବିସିସି ଏମଡି ଏବଂ ଜିଲ୍ଲା ପ୍ରଶାସନ ଏବଂ ଏଜେନ୍ସିର ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Post Views: 125
Share198Tweet124Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In