• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଭାରତ-ପାକିସ୍ତାନ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଯୁଦ୍ଧବିରତି, ସ୍ପଷ୍ଟ କଲେ ଭାରତୀୟ ସେନା

by Voice of Victims
May 18, 2025
in ଦେଶ ବିଦେଶ, ମୁଖ୍ୟ ଖବର
ଭାରତ-ପାକିସ୍ତାନ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଯୁଦ୍ଧବିରତି, ସ୍ପଷ୍ଟ କଲେ ଭାରତୀୟ ସେନା

ନୂଆଦିଲ୍ଲୀ: ଭାରତ-ପାକିସ୍ତାନ ଯୁଦ୍ଧବିରତି ନେଇ ବଡ଼ ଖବର ।  ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଜାରି ରହିବ ଯୁଦ୍ଧବିରତି ।  ଏନେଇ ସ୍ପଷ୍ଟ କରିଛି ଭାରତୀୟ ସ୍ଥଳସେନା  । ଆଜି DGMO ସ୍ତରୀୟ ଆଲୋଚନା ହେବ ନାହିଁ ବୋଲି କୁହାଯାଇଛି ।  ଗତ ୧୦ ତାରିଖରେ ଉଭୟ ଦେଶ ମଧ୍ୟରେ ଯୁଦ୍ଧବିରତି ହୋଇଥିଲା  ।  ଅପରେସନ ସିନ୍ଦୂର ପରେ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ବଢିଛି ।

ସୂଚନାନୁଯାୟୀ, ଭାରତ-ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ହୋଇଥିବା ଖବର ଗୁଜବ ବୋଲି ଭାରତୀୟ ସେନା କହିଛନ୍ତି । ଏହି ଗୁଜବ ପ୍ରଚାରକୁ ବିଶ୍ବାସ ନକରିବାକୁ ମଧ୍ୟ କହିଛନ୍ତି । ଡିଏମଜିଓ ସ୍ତରରେ ଆଜି ଆଲୋଚନା କରାଯିବ । କିନ୍ତୁ ଏପର୍ଯ୍ୟନ୍ତ ଏହି ସମ୍ପର୍କରେ ଡିଏମଜିଓ ପକ୍ଷରୁ କୌଣସି ସୂଚନା ସ୍ଥିର କରାଯାଇ ନାହିଁ ।

ଅନ୍ୟପଟେ ଭାରତୀୟ ସେନା ଆହୁରି ମଧ୍ୟ କହିଛନ୍ତି ଯେ, ମେ ୧୨ ତାରିଖରେ ଭାରତ-ପାକିସ୍ତାନ ମଧ୍ୟରେ ହୋଇଥିବା ଆଲୋଚନାରେ ଅସ୍ତ୍ରବରତି ପାଇଁ କୌଣସି ଶେଷ ତାରିଖ ଧାର୍ଯ୍ୟ ହୋଇନାହିଁ । ଏହା ଅନିର୍ଦ୍ଧଷ୍ଟ କାଳ ପର୍ଯ୍ୟନ୍ତ ଜାରି ରହିବ ବୋଲି ସ୍ପଷ୍ଟ କରିଛନ୍ତି ଭାରତୀୟ ସେନା ।

ଏହା ବ୍ୟତୀତ, ଡିଜିଏମଓ ସ୍ତରୀୟ ଆଲୋଚନା ସମ୍ପର୍କରେ ମଧ୍ୟ ଅନେକ କଳ୍ପନାଜଳ୍ପନା କରାଯାଉଥିଲା । ସେନାର ଏହି ବିବୃତ୍ତି ପରେ, ଏବେ ଏହା ସ୍ପଷ୍ଟ ହୋଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଜାରି ରହିବ ସେନେଇ କୌଣସି ତାରିଖ ଧାର୍ଯ୍ୟ କରାଯାଇନାହିଁ ।

Post Views: 50
Share200Tweet125Send
Voice of Victims

Voice of Victims

Recent Posts

  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ
  • ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ
  • ଉତ୍କଳ ଦିବସ ଅବସରରେ ରକ୍ତଦାନ ଶିବିର, ସଂଗ୍ରହ ହେଲା ୧୩୭ ୟୁନିଟ ରକ୍ତ
  • ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In