• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ, ଘନୀଭୂତ ହୋଇ ଆଗାମୀ ୩୬ ଘଣ୍ଟାରେ ହେବ ଅବପାତରେ ପରିଣତ

by Voice of Victims
May 21, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ୱର : ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଲଘୁଚାପ । ଆରବ ସାଗରରେ ସୃଷ୍ଟି ହେବ ଲଘୁଚାପ । ପୂର୍ବକେନ୍ଦ୍ରୀୟ ଆରବ ସାଗର ପାର୍ଶ୍ବବର୍ତ୍ତୀ ଉତ୍ତର କର୍ଣ୍ଣାଟକ ଓ ଗୋଆ ଉପକୂଳ ଅଞ୍ଚଳରେ ବାୟୂମଣ୍ଡଳର ମଧ୍ୟଭାଗ ଯାଏଁ ସକ୍ରିୟ ରହିଛିଛ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୧୨ ଘଣ୍ଟା ଭିତରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହି ଲଘୁଚାପ କ୍ଷେତ୍ର ଉତ୍ତର ଦିଗରେ ଗତି କରିବ । ଆହୁରି ଘନୀଭୂତ ହେବା ସହ ଏହା ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ।

ଅନ୍ୟପଟେ ମେ ୨୭ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେଇପାରେ । ପରବର୍ତ୍ତୀ ସମୟରେ ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଅନ୍ୟପଟେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜାରି ରହିଛି । ଆଉ ତିନି ଦିନ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ବିଜୁଳି, ଘଡ଼ଘଡ଼ି ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ତାତି ଓ ଆର୍ଦ୍ରତା ପାଇଁ ୧୧ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।

Post Views: 138
Share206Tweet129Send
Voice of Victims

Voice of Victims

Recent Posts

  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?
  • ପାକିସ୍ତାନୀ ସୀମା ହାଇଦର…ନିଜ ପିଲାର ନାମ ରଖିଲେ ‘ଭାରତ’, ପିଲାଙ୍କୁ ଭଲ ଶିକ୍ଷା ଦେବା ମୂଳ ଲକ୍ଷ୍ୟ
  • ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର, ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ
  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In