• About Us
  • Contact Us
Friday, May 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଜୁନ ୧ରେ ଖୋଲିବ ହୀରାକୁଦ ଜଳଭଣ୍ଡାର, ୧୫ଟି ଜିଲ୍ଲାପାଳଙ୍କୁ ଚିଠିରେ କରାଯାଇଛି ସତର୍କ

by Voice of Victims
May 22, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଜୁନ ୧ରେ ଖୋଲିବ ହୀରାକୁଦ ଜଳଭଣ୍ଡାର, ୧୫ଟି ଜିଲ୍ଲାପାଳଙ୍କୁ ଚିଠିରେ କରାଯାଇଛି ସତର୍କ

ସମ୍ବଲପୁର: ଜୁନ ୧ରେ ଖୋଲିବ ହୀରାକୁଦ ଜଳଭଣ୍ଡାର । ସତର୍କ ସୂଚନା ଜାରି କଲେ ହୀରାକୁଦ ଡ୍ୟାମ କର୍ତ୍ତୃପକ୍ଷ । ତଳ ମୁଣ୍ଡର ୧୫ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଏନେଇ ସତର୍କ କରାଯାଇଛି । ଜୁନ ୧ରୁ ୩୧ ଜୁନ ମଧ୍ୟରେ ଯେକୌଣସି ସମୟରେ ହୀରାକୁଦ ଡ୍ୟାମର ଗେଟ ଖୋଲାଯିବା ନେଇ ଚିଠିରେ ଉଲ୍ଲେଖ କରାଯାଇଛି ।

ଉପରମୁଣ୍ଡରେ ବର୍ଷା ଲାଗି ଲଗାତର ଭାବେ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାର ଲାଗିଛି । ଯାହାକୁ ଦୃଷ୍ଟିରେ ରଖି ଆସନ୍ତା ଜୁନ୍‌ ୧ ତାରିଖୁ ଅକ୍ଟୋବର ୩୧ ତାରିଖ ମଧ୍ୟରେ ହୀରାକୁଦ୍‌ ଜଳଭଣ୍ଡାରର ଗେଟ୍‌ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି ।

ଏନେଇ ବନ୍ୟା ଜଳ ନିୟନ୍ତ୍ରଣ କକ୍ଷ ବା କଣ୍ଟ୍ରୋଲ ରୁମର ନମ୍ବର ମଧ୍ୟ ପ୍ରଦାନ କରାଯାଇଛି । ଏହି ସମୟ ମଧ୍ୟରେ ନଦୀକୁ ନଯିବା ପାଇଁ ବାରଣ କରାଯାଇଛି । ନିଜ ସ୍ତରରେ ଜିଲ୍ଲାପାଳ ମାନେ ସତର୍କ କରାଇବା ପାଇଁ ଚିଠିରେ କୁହାଯାଇଛି ।

Post Views: 53
Share200Tweet125Send
Voice of Victims

Voice of Victims

Recent Posts

  • ଆଜି ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ମନ୍ତ୍ରୀ ଶିବରାଜ ସିଂହ ଚୌହାନ
  • କୁମ୍ଭୀରଙ୍କ ପ୍ରଜନନ ଋତୁ, ଆଜିଠୁ ତିନି ମାସ ଯାଏଁ ଭିତରକନିକା ବନ୍ଦ
  • ଭାରତୀୟ ଗଣତନ୍ତ୍ରରେ ମହିଳାଙ୍କ ଯୋଗଦାନ ଉପରେ ଓଡ଼ିଶା ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ; ମହିଳା ସଶକ୍ତିକରଣ ପାଇଁ ଆହ୍ୱାନ କଲେ ମୁଖ୍ୟମନ୍ତ୍ରୀ
  • OAS ସ୍ତରରେ ବଡ଼ ଧରଣର ଅଦଳବଦଳ; ୨୯ ଜଣଙ୍କୁ ବଦଳି କଲେ ରାଜ୍ୟ ସରକାର
  • କାଶୀନାଥଙ୍କ ଘରେ ଫୁଟିଲା ଦୁର୍ଲଭ ବ୍ରହ୍ମକମଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In