• About Us
  • Contact Us
Friday, May 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସ୍ପଷ୍ଟ ଚିହ୍ନିତ ହେଲା ଲଘୁଚାପ, ଆସନ୍ତା ୨୪ ଘଣ୍ଟା ଭିତରେ ଅବପାତର ନେବ ରୂପ

by Voice of Victims
May 23, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଆସନ୍ତାକାଲିଠୁ ପ୍ରବଳ ବର୍ଷା

ଭୁବନେଶ୍ୱର: ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେଲା ଆରବ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଅଧିକ ଘନୀଭୂତ ହୋଇ ପୂର୍ବ-କେନ୍ଦ୍ରୀୟ ଆରବ ସାଗର ସଂଲଗ୍ନ ଦକ୍ଷିଣ କୋଙ୍କଣ ଅଞ୍ଚଳସ୍ଥ ସମୁଦ୍ର ମଧ୍ୟରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚପ କ୍ଷେତ୍ରରେ ପଣିତ ହୋଇଛି । ଏହା ଉତ୍ତର ଆଡ଼କୁ ଗତି କରିବା ସହ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବା ସମ୍ଭାବନା ରହିଛି ।

ଏପଟେ ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାର୍ଶ୍ବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ପରବର୍ତ୍ତୀ ୨ ଦିନରେ ଅଧିକ ଘନୀଭୂତ ହେବ । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୨୭ ରୁ ୩୧ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି । ସଅଳ ମୌସୁମୀ ପାଇଁ ପାଗ ଅନୁକୂଳ ରହିଛି ।

ଆସନ୍ତା ୨ରୁ ୩ ଦିନ ଭିତରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବ ବୋଲି ଅନୁମାନ କରାଯାଉଛି । ଚଳିତ ବର୍ଷ ମୌସୁମୀ ଶୀଘ୍ର ଆସୁଥିବାରୁ ଓଡ଼ିଶାକୁ ମଧ୍ୟ ଜୁନ୍ ପ୍ରଥମ ସପ୍ତାହ ବେଳକୁ ଛୁଇଁବାର ଯଥେଷ୍ଚ ସମ୍ଭାବନା ରହିଛି । ଓଡ଼ିଶାରେ ଏବେ ପ୍ରାକମୌସୁମୀ ପାଣିପାଗ ସକ୍ରିୟ ଥିବା ବେଳେ କିଛି କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଛି ।

Post Views: 55
Share199Tweet125Send
Voice of Victims

Voice of Victims

Recent Posts

  • ଆଜି ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ମନ୍ତ୍ରୀ ଶିବରାଜ ସିଂହ ଚୌହାନ
  • କୁମ୍ଭୀରଙ୍କ ପ୍ରଜନନ ଋତୁ, ଆଜିଠୁ ତିନି ମାସ ଯାଏଁ ଭିତରକନିକା ବନ୍ଦ
  • ଭାରତୀୟ ଗଣତନ୍ତ୍ରରେ ମହିଳାଙ୍କ ଯୋଗଦାନ ଉପରେ ଓଡ଼ିଶା ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ; ମହିଳା ସଶକ୍ତିକରଣ ପାଇଁ ଆହ୍ୱାନ କଲେ ମୁଖ୍ୟମନ୍ତ୍ରୀ
  • OAS ସ୍ତରରେ ବଡ଼ ଧରଣର ଅଦଳବଦଳ; ୨୯ ଜଣଙ୍କୁ ବଦଳି କଲେ ରାଜ୍ୟ ସରକାର
  • କାଶୀନାଥଙ୍କ ଘରେ ଫୁଟିଲା ଦୁର୍ଲଭ ବ୍ରହ୍ମକମଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In