• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଜଳୁଛି ସହର ବଢୁଛି ତାତି, ଆସନ୍ତା ସପ୍ତାହେ ଯାଏଁ ନାହିଁ ବର୍ଷା

by Voice of Victims
June 3, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ୱର : ଜଳୁଛି ସହର ବଢୁଛି ତାତି । ଅସହ୍ୟ ଗରମ ଓ ଗୁଳୁଗୁଳି ଆଉଟୁପାଉଟୁ ଜନଜୀବନ । ଉପକୂଳରୁ ଉପାନ୍ତ ପ୍ରଚଣ୍ଡ ଖରାରେ ସିଝୁଛି । ଦିନ ୧୦ଟା ବେଳକୁ ରାସ୍ତାଘାଟ ଖାଁ ଖାଁ ହୋଇଯାଉଛି । ୩୯. ୮ ଡିଗ୍ରୀ ସହ ଗତକାଲି ବାଲେଶ୍ବର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା । ଭୁବନେଶ୍ବରରେ ୩୯.୬, ଝାରସୁଗୁଡ଼ା ୩୯.୨, ସମ୍ବଲପୁରରେ ୩୯.୧ ଓ ଚାନ୍ଦବାଲିରେ ତାପମାତ୍ରା ୩୮.୪ ଡିଗ୍ରୀ ରେକର୍ଡ କରାଯାଇଥିଲା । ଆଗାମୀ ୫ରୁ ୭ ଦିନ ଯାଏ ରାଜ୍ୟରେ ଏଭଳି ସ୍ଥିତି ଲାଗି ରହିବ । ତାତି ବଢିବା ସହ ଗରମ ଓ ଗୁଳୁଗୁଳି ଅସ୍ତବ୍ୟସ୍ତ କରିବ ।

ଏଭଳି ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ବିଶେଷ କରି ଉପକୂଳ ଓଡ଼ିଶାରେ ହଟ ଓ ହ୍ୟୁମିଡ କଣ୍ଡିସନ ଲାଗି ରହିବ । ଆଗାମୀ ପାଞ୍ଚଦିନ ପାଇଁ ଗରମ ଓ ଗୁଳୁଗୁଳି ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସାତ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ସମ୍ଭାବନା ନାହିଁ । କାଁ ଭାଁ କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ସେପଟେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଓଡ଼ିଶାକୁ ବଢିବା ପରେ ନିଷ୍କ୍ରିୟ ରହିଛି । ଛତିଶଗଡ଼, ବିହାର ଓ ଝାଡ଼ଖଣ୍ଡରେ ଭଲ ବର୍ଷା ହୋଇନଥିବାରୁ ଏହା ଆଗକୁ ବଢିପାରି ନାହିଁ ।

Post Views: 113
Share203Tweet127Send
Voice of Victims

Voice of Victims

Recent Posts

  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?
  • ପାକିସ୍ତାନୀ ସୀମା ହାଇଦର…ନିଜ ପିଲାର ନାମ ରଖିଲେ ‘ଭାରତ’, ପିଲାଙ୍କୁ ଭଲ ଶିକ୍ଷା ଦେବା ମୂଳ ଲକ୍ଷ୍ୟ
  • ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର, ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ
  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In