• About Us
  • Contact Us
Thursday, April 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଭୁବନେଶ୍ବରରୁ ଆବୁଧାବିକୁ ଆରମ୍ଭ ହେଲା ବିମାନ ସେବା

by Voice of Victims
June 12, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଭୁବନେଶ୍ବରରୁ ଆବୁଧାବିକୁ ଆରମ୍ଭ ହେଲା ବିମାନ ସେବା

ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରରୁ ଆବୁଧାବିକୁ ବିମାନ ସେବା ଆରମ୍ଭ । କେନ୍ଦ୍ର ସରକାରଙ୍କ ସହଯୋଗରେ ଏହି ସେବା ଆରମ୍ଭ ହୋଇଛି । ଏହି ବିମାନରେ ଆଜି ୧୮୦ଜଣ ଯାତ୍ରୀ ସିଧାସଳଖ ଭାବରେ ଭୁବନେଶ୍ୱରରୁ ଆବୁଧାବିକୁ ଯାତ୍ରା କରିଛନ୍ତି । ଏହି  ବିମାନସେବା ଦ୍ୱାରା ଓଡ଼ିଶା ସିଧାସଳଖ ମିଡିଲ୍ ଇଷ୍ଟ ଦେଶଗୁଡ଼ିକ ସହ ଯୋଡ଼ି ହୋଇପାରିଛି । ଏହି ବିମାନସେବା ଦ୍ୱାରା ଓଡ଼ିଶାରେ ବାଣିଜ୍ୟ, ସଂସ୍କୃତି ଏବଂ ପର୍ଯ୍ୟଟନ କ୍ଷେତ୍ରରେ ନୂଆ ସୁଯୋଗ ସୃଷ୍ଟି ହେବ ।

ଓଡ଼ିଶାର କେନ୍ଦୁଝର, ଢେଙ୍କାନାଳ, ନୂଆପଡ଼ା ଏବଂ ରାୟଗଡ଼ ଜିଲ୍ଲାରୁ ୫୦ ଟନ ଆମରପାଲି ଆମ୍ବ ଆଜି ଆବୁଧାବିକୁ ରପ୍ତାନି କରାଯାଇଛି ।

ଓଡ଼ିଶାକୁ ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ଯୋଡ଼ିବା ପାଇଁ ଆମ ସରକାର ଭୁବନେଶ୍ୱରରୁ ଡେରାଡୁନ, କୋଚି, ଗାଜିଆବାଦ ଏବଂ ଲକ୍ଷ୍ନୌକୁ ବିମାନସେବା ଆରମ୍ଭ ହୋଇଛି । ଝାରସୁଗୁଡ଼ାରୁ ମୁମ୍ବାଇ, ଲକ୍ଷ୍ନୌ ଏବଂ ରୟପୁରରୁ ବିମାନସେବା ଆରମ୍ଭ ହୋଇଛି । ଓଡ଼ିଶା ହେବ ଓଡ଼ିଶାର ଇଣ୍ଡିଗୋ ହବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Post Views: 83
Share200Tweet125Send
Voice of Victims

Voice of Victims

Recent Posts

  • ୨୦ ଘଣ୍ଟା ଧରି କେଦାରନାଥରେ ଲାଗି ରହିଛି ତୁଷାରପାତ, ଏପ୍ରିଲ ୨୨ରେ ଖୋଲିବ ଦ୍ବାର
  • ରାଜଧାନୀରେ ବଢ଼ିଛି ଦୁଷ୍କର୍ମ ଓ ଡକାୟତି, କମିଛି ହତ୍ୟା ଓ ଚୋରି ଭଳି ଅପରାଧ
  • ରେପୋ ରେଟ ଅପରିବର୍ତ୍ତିତ ରଖିଲା ଆର୍‌ବିଆଇ
  • ଡେବ୍ୟୁ କରିବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ!: ଟିମ୍ ଇଣ୍ଡିଆରେ କାହାର ସ୍ଥାନ ନେବେ?
  • ଆଜିଠୁ କମିବ କାଳବୈଶାଖୀ ପ୍ରଭାବ, ୧୨ରୁ ଗରମ, ଗୁଳୁଗୁଳି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In