• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ପ୍ରକାଶ ପାଇଲା ନିଟ୍‍-ୟୁଜି ୨୦୨୫ ପରୀକ୍ଷା ଫଳ, ସ୍ନେହାଶିଷ ଦାଶ ହେଲେ ଓଡ଼ିଶାର ଟପ୍ପର

by Voice of Victims
June 14, 2025
in ଦେଶ ବିଦେଶ, ମୁଖ୍ୟ ଖବର, ରାଜ୍ୟ
ପ୍ରକାଶ ପାଇଲା ନିଟ୍‍-ୟୁଜି ୨୦୨୫ ପରୀକ୍ଷା ଫଳ, ସ୍ନେହାଶିଷ ଦାଶ ହେଲେ ଓଡ଼ିଶାର ଟପ୍ପର

ଭୁବନେଶ୍ୱର: ପ୍ରକାଶ ପାଇଲା ନିଟ୍‍-ୟୁଜି ୨୦୨୫ ପରୀକ୍ଷା ଫଳ । ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ରେଜଲ୍ଟ ପ୍ରକାଶ କରାଯାଇଛି । ରାଜସ୍ଥାନର ମହେଶ କୁମାର ସର୍ବଭାରତୀୟ ସ୍ତରରେ ଟପ୍ପର ହୋଇଛନ୍ତି । ସ୍ନେହାଶିଷ ଦାଶ ଓଡ଼ିଶା ଟପ୍ପର ହୋଇଛନ୍ତି । ସର୍ବଭାରତୀୟ ରାଙ୍କରେ ୬୦ତମ ସ୍ଥାନରେ ରହିଛନ୍ତି ସ୍ନେହାଶିଷ । ମେ ୪ରେ ଗୋଟିଏ ସିଫ୍ଟରେ ୨୦ଲକ୍ଷ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ରେଜଲ୍ଟ ପ୍ରକାଶ ପାଇବା ପରେ ଛାତ୍ରଛାତ୍ରୀମାନଙ୍କୁ ଇ-ମେଲ୍‍ରେ ସ୍କୋରକାର୍ଡ ଦେଖିବାକୁ ପରାମର୍ଶ ଦିଆଯାଇଛି ।

ନିଟ୍ ୟୁଜି ପରୀକ୍ଷା ଫଳ ପ୍ରକାଶ ରେଜଲ୍ଟ କିପରି ଦେଖିବେ:

ସର୍ବପ୍ରଥମେ ନିଟ୍‌ର ଅଫିସିଆଲ୍ ୱେବସାଇଟ୍, neet.nta.nic.inକୁ ଯାଆନ୍ତୁ ।
ତା’ପରେ ହୋମପେଜରେ ‘NEET UG 2025 Result’ ଲିଙ୍କ୍ ଉପରେ କ୍ଲିକ୍ କରନ୍ତୁ ।
ଏହା ପରେ ଲଗଇନ୍ ପ୍ରମାଣପତ୍ର ଯେପରିକି ଆଡମିଟ୍ କାର୍ଡ ନମ୍ବର, ଜନ୍ମ ତାରିଖ ଏବଂ କ୍ୟାପଚ କୋଡ୍ ପ୍ରବେଶ କରନ୍ତୁ ଏବଂ ସବମିଟ୍ କରନ୍ତୁ ।
ଏବେ ନିଟ୍ ୟୁଜି ପରୀକ୍ଷା-୨୦୨୫ ଫଳ ସ୍କ୍ରିନରେ ଦେଖାଯିବ ।
ଏହା ପରେ ଆପଣଙ୍କର ସ୍କୋରକାର୍ଡ ଡାଉନଲୋଡ୍ କରନ୍ତୁ ।

Post Views: 47
Share198Tweet124Send
Voice of Victims

Voice of Victims

Recent Posts

  • ଆର୍ଜେଣ୍ଟିନା ଟିମ୍ ଏବଂ ମେସିଙ୍କ ଉପରେ ଆସିଲା ଅଭିଯୋଗ, ୨୫୦ କୋଟି ଟଙ୍କା ନେଇ ମଧ୍ୟ କେରଳ ଆସିଲେନି
  • ଆଜିଠୁ ସବୁ ସ୍କୁଲ ସକାଳୁଆ, ନିର୍ଦ୍ଦେଶ ଜାରି କଲେ ଗଣଶିକ୍ଷା ବିଭାଗ
  • ୧୨ ଦଫା ଦାବି ନେଇ ପୁରୀ ଜିଲ୍ଲାପାଳଙ୍କୁ ଘେରିଲେ ନିଖିଳ ଓଡ଼ିଶା ଅଙ୍ଗନୱାଡ଼ି କର୍ମୀ ସଂଘ
  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In