• About Us
  • Contact Us
Tuesday, August 11, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ହଇଜାକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କଲେ ନବୀନ ପଟ୍ଟନାୟକ, ତୁରନ୍ତ ପଦକ୍ଷେପ ନେବାକୁ ଦେଲେ ପରାମର୍ଶ

by Voice of Victims
June 15, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ବିଜେପି ସରକାରକୁ ବିଜେଡିର କାଉଣ୍ଟର ; ଜନଜାଗରଣ କାର୍ଯ୍ୟକ୍ରମରେ ନବୀନ କଲେ କଟାକ୍ଷ

ଭୁବନେଶ୍ୱର : ଓଡ଼ିଶାରେ ହଇଜା ବ୍ୟାପିଛି । ରାଜ୍ୟ ସରକାର ଏହାକୁ ହାଲକା ଭାବେ ନେଉଛନ୍ତି । ତାହା ସମସ୍ତଙ୍କୁ ବେଶ୍ ଚକିତ ଓ ବିଚଳିତ କରୁଛି । ଏହା କହି ସରକାରଙ୍କୁ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ ସାମାଜିକ ଗଣମାଧ୍ୟମ ଏକ୍ସରେ ଲେଖିଛନ୍ତି, ଲୋକଙ୍କ ଜୀବନକୁ ସଙ୍କଟରେ ପକାଇଲାଣି ହଇଜା । ବହୁ ବର୍ଷ ଧରି ଯାହା ଦେଖିବାକୁ ମିଳିନଥିଲା ତାହା ଏବେ ବିଭିନ୍ନ ଜିଲ୍ଲାର ଜନଜୀବନକୁ ଅସ୍ତବ୍ୟସ୍ତ କରିଛି ।

ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ପୁରୀ, କଟକ ଓ କେନ୍ଦୁଝର ଆଦି ଜିଲ୍ଲାରେ ହଇଜା ଭୟଙ୍କର ରୂପ ନେଲାଣି । ଏହାସହ ଅନ୍ୟ ଜିଲ୍ଲାକୁ ମଧ୍ୟ ଏହା ବ୍ୟାପିିଲାଣି ବୋଲି ନବୀନ କହିଛନ୍ତି । ବର୍ତ୍ତମାନ ସୁଦ୍ଧା ହଇଜାରେ ୧୪ ଜଣ ପ୍ରାଣ ହରାଇବା ବ୍ୟଥିତ କରିଛି । ଓଡ଼ିଶାରେ ହଇଜା ବ୍ୟାପୁଥିବା ବେଳେ ରାଜ୍ୟ ସରକାର ଏହାକୁ ହାଲକା ଭାବେ ନେବା ସମସ୍ତଙ୍କୁ ବେଶ୍ ଚକିତ ଓ ବିଚଳିତ କରୁଛ ବୋଲି ନବୀନ କହିଛନ୍ତି । ଲୋକଙ୍କ ଜୀବନକୁ ବିପଦକୁ ନ ଠେଲି ସରକାର ସଜାଗ ହୁଅନ୍ତୁ । ହଇଜାର ବ୍ୟାପକତାକୁ ରୋକିବା ପାଇଁ ତୁରନ୍ତ ଦୃଢ଼ ପଦକ୍ଷେପ ଗ୍ରହଣ କରନ୍ତୁ ବୋଲି ଅପିଲ କରିଛନ୍ତି ନବୀନ।

Post Views: 65
Share199Tweet125Send
Voice of Victims

Voice of Victims

Recent Posts

  • ଭୂକମ୍ପରେ ଥରିଲା କଲମ୍ବିଆ, ୧୩୨ ମୃତ ଓ ୫୦୦ରୁ ଅଧିକ ଆହତ
  • ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି, କଲା ଜରୁରୀ ଅବତରଣ
  • ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା, ଆଜିଠୁ ବଦଳିବ ପାଗ, ବଢ଼ିବ ବର୍ଷା
  • ଇନସ୍ୟୁରାନ୍ସ ଓ ପଲ୍ୟୁସନ ସାର୍ଟିଫିକେଟ୍‌ ନଥିଲେ କଡା କାର୍ଯ୍ୟାନୁଷ୍ଠାନ, ଆଉ ଫାଇନ୍ ନୁହେଁ ସିଧା ସିଜ୍‌ ହେବ ଗାଡି
  • ରୋଟାରି କ୍ଲବ କଟକ କ୍ୟାଣ୍ଟନମେଣ୍ଟର ୭ମ ଅଧିଷ୍ଠାନ ଦିବସ, ୨୫ ନୂତନ ସଦସ୍ୟଙ୍କୁ ସାମିଲ, ସମାଜସେବାରେ ବହୁମୁଖୀ କାର୍ଯ୍ୟକ୍ରମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In