• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆସନ୍ତା ୨୦ରେ ଖୋଲିବ ସମସ୍ତ ସ୍କୁଲ୍, ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସୂଚନା

by Voice of Victims
June 17, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ଏଣିକି ପ୍ରଥମ ଶ୍ରେଣୀରେ ନାମ ଲେଖା ପାଇଁ ୬ବର୍ଷ ବୟସ ହେବା ଜରୁରୀ

ଭୁବନେଶ୍ୱର : ଆସନ୍ତା ୨୦ ତାରିଖରେ ସମସ୍ତ ସ୍କୁଲ୍ ଖୋଲିବ । ସ୍କୁଲ୍‌ ଖୋଲିବା ନେଇ ଦ୍ବନ୍ଦ୍ବ ଦୂର କଲେ ଗଣଶିକ୍ଷା ମନ୍ତ୍ରୀ । ସରକାରୀ, ବେସରକାରୀ ସମସ୍ତ ସ୍କୁଲ୍ ଖୋଲିବା ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ସରକାର ନିଷ୍ପତ୍ତି ନେଇଛନ୍ତି ୨୦ରେ ହିଁ ଖୋଲିବ । ଯାହା ଆବଶ୍ୟକ ସମସ୍ତ ପଦକ୍ଷେପ ନିଆଯାଇଛି । ସ୍କୁଲ୍‌ ଖୋଲିବା ପୂର୍ବରୁ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ତେବେ ଏପ୍ରିଲ ୨୩ରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ ରହିଥିଲା । ରାଜ୍ୟରେ ଚାଲିଥିବା ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ୱାସ୍ଥ୍ୟର ସୁରକ୍ଷା ପାଇଁ ସ୍ଥିତି ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଥିଲେ । ଏପଟେ ବର୍ଷା ଯୋଗୁ କ୍ୟାମ୍ପସ ପରିସରରେ ଉଠିଥିବା ଗଛଲତା , ପାଣି ଟାଙ୍କି ଓ ରୋଷେଇ ଘର ସଫା କରିବା ପାଇଁ ବି ନିର୍ଦ୍ଦେଶ ଦିଆଯାଇଛି ।

Post Views: 43
Share198Tweet124Send
Voice of Victims

Voice of Victims

Recent Posts

  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା
  • ରାଜ୍ୟରେ ଅସମ୍ଭାଳ ଖରା, ଏବେଠୁ ଅଧିକାଂଶ ସହରରେ ୪୦ ଡିଗ୍ରୀ ଛୁଇଁଲାଣି ତାତି
  • ଅବକାରୀ ବିଭାଗର ନୂଆ ଗାଇଡଲାଇନ, ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ
  • ଆର୍ଜେଣ୍ଟିନା ଟିମ୍ ଏବଂ ମେସିଙ୍କ ଉପରେ ଆସିଲା ଅଭିଯୋଗ, ୨୫୦ କୋଟି ଟଙ୍କା ନେଇ ମଧ୍ୟ କେରଳ ଆସିଲେନି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In