• About Us
  • Contact Us
Tuesday, April 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜି ଓଡ଼ିଶା ଆସିବେ ମୋଦି, ତ୍ରିରଙ୍ଗା ଯାତ୍ରା ଓ ରୋଡ ସୋରେ ଯିବେ ଜନତା ମୈଦାନ

by Voice of Victims
June 20, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ମୋହନ ସରକାରଙ୍କ ରାଜ୍ୟସ୍ତରୀୟ ବର୍ଷପୂର୍ତ୍ତି : କାଲି ପ୍ରଧାନମନ୍ତ୍ରୀ ଭେଟି ଦେବେ ବଡ଼ ଉପହାର

ଭୁବନେଶ୍ୱର : ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜ୍ୟରେ ବିଜେପି ସରକାରର ବର୍ଷପୂର୍ତ୍ତି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗ ଦେବେ । ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ମୋଦିଙ୍କର ଏହା ଷଷ୍ଠ ଓଡ଼ିଶା ଗସ୍ତ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି । ସଜେଇ ହୋଇଛି ଭୁବନେଶ୍ବର । ମୋଦିଙ୍କୁ ସ୍ବାଗତ ପାଇଁ ବିମାନବନ୍ଦରରୁ ଜନତା ମଇଦାନ ପର୍ଯ୍ୟନ୍ତ ପୋଷ୍ଟର, ବ୍ୟାନର ଛାଇ ହୋଇଯାଇଛି ।

ଭୁବନେଶ୍ବରରେ ମୋଦିଙ୍କର ୨ଘଣ୍ଟା ୧୦ମିନିଟର କାର୍ଯ୍ୟକ୍ରମ ରହିଛି । ଅପରାହଣ ୩ଟା ୪୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ମୋଦି ।  ୩ଟା ୪୫ରୁ ୪ଟା ୧୫ ପର୍ଯ୍ୟନ୍ତ ରହିଛି ରୋଡ ସୋ । ଏୟାରପୋର୍ଟରୁ ତ୍ରିରଙ୍ଗା ଯାତ୍ରା ଓ କଳିଙ୍ଗ ଷ୍ଟାଡିୟମରୁ ହେବ ରୋଡ ସୋ ।  ୪ଟା୧୫ରୁ ୫ଟା ୩୦ ଯାଏ ଜନତା ମୈଦାନ କାର୍ଯ୍ୟକ୍ରମରେ ଯୋଗ ଦେବେ । ୫ଟା ୪୫ରେ ପୁଣି ବିମାନବନ୍ଦର ଯାଇ ୫ଟା ୫୦ରେ ବିଶାଖାପାଟଣା ଗସ୍ତ କରିବେ । ଲକ୍ଷାଧିକ କାର୍ଯ୍ୟକର୍ତ୍ତା ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିବେ ।

Post Views: 31
Share198Tweet124Send
Voice of Victims

Voice of Victims

Recent Posts

  • ବିମାନ ଯାତ୍ରୀଙ୍କୁ ବଡ଼ ଝଟକା, ଭଡ଼ା ବଢାଇଲା ଏୟାର ଇଣ୍ଡିଆ
  • ଖୁବଶୀଘ୍ର ଝାରସୁଗୁଡ଼ାରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା , ସିଧାସଳଖ ଦେଶବିଦେଶକୁ ପଠାଯିବ ସାମଗ୍ରୀ
  • ପ୍ରବାସୀ ଶ୍ରମିକଙ୍କ ପାଇଁ ବଢ଼ିଲା ସୁବିଧା, ଏଣିକି କୋଟାରେ ମିଳିବ ଗ୍ୟାସ୍ ସିଲିଣ୍ଡର
  • ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ
  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In