• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଗଞ୍ଜାମ ଜିଲ୍ଲାକୁ ୫୫୦ କୋଟିର ପ୍ରକଳ୍ପ ଭେଟି: ମୁଖ୍ୟମନ୍ତ୍ରୀ

by Voice of Victims
June 23, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ଗଞ୍ଜାମ ଜିଲ୍ଲାକୁ ୫୫୦ କୋଟିର ପ୍ରକଳ୍ପ ଭେଟି: ମୁଖ୍ୟମନ୍ତ୍ରୀ

ଗଞ୍ଜାମ: ଗଞ୍ଜାମ ଜିଲ୍ଲାକୁ ମୁଖ୍ୟମନ୍ତ୍ରୀଙ୍କ ୫୫୦ କୋଟିର ପ୍ରକଳ୍ପ ଭେଟି । ଆସ୍କାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫୫୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଏଥିରେ ୫ଟି ଜଳସେଚନ ପ୍ରକଳ୍ପ, ଗୋଟିଏ ସଡ଼କ ପ୍ରଶସ୍ତୀ କରଣ ପ୍ରକଳ୍ପ, ଗୋଟିଏ ହାଇ ଲେଭେଲ୍ ପ୍ରକଳ୍ପ ରହିଛି ।

ରାଜ୍ୟସ୍ତରୀୟ ଯୁବ ଶକ୍ତି ସମାବେଶରେ ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀ । କହିଛନ୍ତି, ଓଡ଼ିଶା ଯୁବ ବର୍ଗ ପାଇଁ ଅସୀମ ସମ୍ଭାବନାର ରାଜ୍ୟ ହେବ । ରାଜ୍ୟର ଯୁବ ସମାଜ ପାଇଁ ସୁବର୍ଣ୍ଣ ଯୁଗ ଆସୁଛି । ସବୁ କ୍ଷେତ୍ରରେ ବ୍ୟାପକ ସୁଯୋଗ ସୃଷ୍ଟି ହୋଇଛି ।

୨୦୩୬ ସୁଦ୍ଧା ୫୦୦ ବିଲିଅନ ଡଲାର ଓ ୨୦୪୭ ସୁଦ୍ଧା ୧.୫ ଟ୍ରିଲିଅନ ଡଲାର ଅର୍ଥନୀତି ପାଇଁ ଲକ୍ଷ୍ୟ ହାସଲରେ ଯୁବ ଶକ୍ତି ହିଁ ମୁଖ୍ୟ ଭୂମିକା ଗ୍ରହଣ କରିବେ । ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମାଆ ତାରାତାରିଣୀ ମନ୍ଦିର ଉନ୍ନତିକରଣ ପାଇଁ ରିଭାଇଜଡ ଡିପିଆର ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Post Views: 44
Share197Tweet123Send
Voice of Victims

Voice of Victims

Recent Posts

  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା
  • ରାଜ୍ୟରେ ଅସମ୍ଭାଳ ଖରା, ଏବେଠୁ ଅଧିକାଂଶ ସହରରେ ୪୦ ଡିଗ୍ରୀ ଛୁଇଁଲାଣି ତାତି
  • ଅବକାରୀ ବିଭାଗର ନୂଆ ଗାଇଡଲାଇନ, ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ
  • ଆର୍ଜେଣ୍ଟିନା ଟିମ୍ ଏବଂ ମେସିଙ୍କ ଉପରେ ଆସିଲା ଅଭିଯୋଗ, ୨୫୦ କୋଟି ଟଙ୍କା ନେଇ ମଧ୍ୟ କେରଳ ଆସିଲେନି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In