• About Us
  • Contact Us
Wednesday, August 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜି ଲଘୁଚାପ: ୪ ଯାଏଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା

by Voice of Victims
June 29, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ୱର : ଆଜି ଲଘୁଚାପ, ପ୍ରବଳ ବର୍ଷିବ । ଦକ୍ଷିଣ-ପଶ୍ଚମ ବାଂଲାଦେଶ ଏବଂ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଆଡ଼କୁ ଗତି କରିବ ।  ପ୍ରଭାବରେ ଆଜିଠୁ ଆସନ୍ତା ୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୩୦ ତାରିଖ ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ଏବଂ ୩ ଜିଳ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ସମୁଦ୍ର ଅଶାନ୍ତ ରହୁଥିବାରୁ ୧ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ପ୍ରବଳ ବର୍ଷାକୁ ଦୃଷ୍ଟିର ରଖି ସବୁ ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି ଏସଆରସି ।

Post Views: 102
Share199Tweet124Send
Voice of Victims

Voice of Victims

Recent Posts

  • ଭୂକମ୍ପରେ ଥରିଲା କଲମ୍ବିଆ, ୧୩୨ ମୃତ ଓ ୫୦୦ରୁ ଅଧିକ ଆହତ
  • ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି, କଲା ଜରୁରୀ ଅବତରଣ
  • ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା, ଆଜିଠୁ ବଦଳିବ ପାଗ, ବଢ଼ିବ ବର୍ଷା
  • ଇନସ୍ୟୁରାନ୍ସ ଓ ପଲ୍ୟୁସନ ସାର୍ଟିଫିକେଟ୍‌ ନଥିଲେ କଡା କାର୍ଯ୍ୟାନୁଷ୍ଠାନ, ଆଉ ଫାଇନ୍ ନୁହେଁ ସିଧା ସିଜ୍‌ ହେବ ଗାଡି
  • ରୋଟାରି କ୍ଲବ କଟକ କ୍ୟାଣ୍ଟନମେଣ୍ଟର ୭ମ ଅଧିଷ୍ଠାନ ଦିବସ, ୨୫ ନୂତନ ସଦସ୍ୟଙ୍କୁ ସାମିଲ, ସମାଜସେବାରେ ବହୁମୁଖୀ କାର୍ଯ୍ୟକ୍ରମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In