• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପୁରୀ ଦଳାଚକଟା ଘଟଣାକୁ ଅତ୍ୟନ୍ତ ଦୁଃଖଦାୟକ କହିଲେ ରାହୁଲ ଗାନ୍ଧି

by Voice of Victims
June 29, 2025
in ଆଞ୍ଚଳିକ ଖବର, ଦେଶ ବିଦେଶ, ମୁଖ୍ୟ ଖବର
ପୁରୀ ଦଳାଚକଟା ଘଟଣାକୁ ଅତ୍ୟନ୍ତ ଦୁଃଖଦାୟକ କହିଲେ ରାହୁଲ ଗାନ୍ଧି

ପୁରୀ : ପୁରୀ ଦଳାଚକଟା ଘଟଣାକୁ ଅତ୍ୟନ୍ତ ଦୁଃଖଦାୟକ ବୋଲି କହିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି ।  ସୋସିଆଲ ମିଡିଆ ଏକ୍ସରେ ଏନେଇ ପୋଷ୍ଟ କରି ଶୋକ ସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇଛନ୍ତି ।  ଆହତ ମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି ରାହୁଲ।

ଏହି ଅଘଟଣକୁ ଗମ୍ଭୀର ଚେତାବନୀ ବୋଲି ଉଦବେବ ପ୍ରକାଶ କରିଛନ୍ତି ରାହୁଲ। ବଡ଼ ବଡ଼ ଆୟୋଜନରେ ସୁରକ୍ଷା ଓ ଭିଡ଼ ପରିଚାଳନାର ବ୍ୟବସ୍ଥା ଗମ୍ଭୀରତାର ସହ ପ୍ରସ୍ତୁତି କରିବା ଜରୁରୀ ।  ଏଭଳି ଆୟୋଜନର ସମୀକ୍ଷା କରାଯିବା ଉଚିତ। ଜୀବନ ରକ୍ଷା ସର୍ବୋପରି ଓ ଦାୟିତ୍ବରେ ତ୍ରୁଟି ଗ୍ରହଣୀୟ ନୁହେଁ ବୋଲି କହିଛନ୍ତି ରାହୁଲ ।

Post Views: 92
Share199Tweet124Send
Voice of Victims

Voice of Victims

Recent Posts

  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା
  • ରାଜ୍ୟରେ ଅସମ୍ଭାଳ ଖରା, ଏବେଠୁ ଅଧିକାଂଶ ସହରରେ ୪୦ ଡିଗ୍ରୀ ଛୁଇଁଲାଣି ତାତି
  • ଅବକାରୀ ବିଭାଗର ନୂଆ ଗାଇଡଲାଇନ, ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ
  • ଆର୍ଜେଣ୍ଟିନା ଟିମ୍ ଏବଂ ମେସିଙ୍କ ଉପରେ ଆସିଲା ଅଭିଯୋଗ, ୨୫୦ କୋଟି ଟଙ୍କା ନେଇ ମଧ୍ୟ କେରଳ ଆସିଲେନି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In