• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବଡ଼ ଖବର; ଗିରଫ ହେଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ

by Voice of Victims
July 3, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ବଡ଼ ଖବର; ଗିରଫ ହେଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ

ଭୁବନେଶ୍ୱର: ବଡ଼ ଖବର । ଗିରଫ ହେଲେ ଜଗନ୍ନାଥ ପ୍ରଦାନ । ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ । BMC ଅଫିସରଙ୍କୁ ମାଡ଼ ମାରିବା ଘଟଣାରେ ତାଙ୍କୁ ଗିରଫ କରାଯାଇଛି । ତେବେ ଗିରଫ ପୂର୍ବରୁ ତାଙ୍କର ସମର୍ଥକଙ୍କ ସହିତ ସେ ଡିସିପି ଅଫିସରେ ପହଞ୍ଚିଥିଲେ। ତେବେ ତା ପୂର୍ବରୁ ସେ ଘରୁ ଲେଖିଆଣିଥିବା ଏକ କାଗଜ ମିଡିଆ ଆଗରେ ପଢି ଶୁଣେଇଥିଲେ। ସେ କହିଥିଲେ ଯେ, ମୁଁ ପୋଲିସ ତଦନ୍ତରେ ସାହାଯ୍ୟ କରିବାକୁ ଆସିଛି।

ଏକ ଲମ୍ବା କାଗଜରେ ଲେଖିଆଣିଥିବା ବିବୃତିରେ ସେ କହିଛନ୍ତି ଯେ, ବର୍ତ୍ତମାନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି ରହିଛି। ଆଗକୁ ବାହୁଡା ଏବଂ ସୁନାବେଶ ରହିଛି। ଏସବୁ କାର୍ଯ୍ୟରେ ଓଏଏସ ଅଫିସରଙ୍କ ଆବଶ୍ୟକତା ରହିଛି। ଯଦି ମୋ ପାଇଁ ଏସବୁ କାମରେ ବାଧା ଆସୁଛି ତେବେ ମୁଁ ସମସ୍ତ ପ୍ରକାରର ପଦକ୍ଷେପକୁ ଗ୍ରହଣ କରିବା ପାଇଁ ରାଜି ଅଛି। ରାଜ୍ୟର ବୃହତ୍ତର ସ୍ବାର୍ଥ ପାଇଁ ମୁଁ ସବୁ ପ୍ରକାରର ତଦନ୍ତକୁ ଗ୍ରହଣ କରିବି। ଏହା କହି ସେ ଡିସିପି ଅଫିସ ଭିତରକୁ ଯାଇଛନ୍ତି।

Post Views: 157
Share201Tweet126Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In