• About Us
  • Contact Us
Wednesday, August 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଏଣିକି ଚୁକ୍ତିଭିତ୍ତିକ ମହିଳା କର୍ମଚାରୀ ମାନେ ନେଇ ପାରିବେ ପ୍ରସବ କାଳୀନ ଛୁଟି: ହାଇକୋର୍ଟ

by Voice of Victims
July 4, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଏଣିକି ଚୁକ୍ତିଭିତ୍ତିକ ମହିଳା କର୍ମଚାରୀ ମାନେ ନେଇ ପାରିବେ ପ୍ରସବ କାଳୀନ ଛୁଟି: ହାଇକୋର୍ଟ

କଟକ : ହାଇକୋର୍ଟ ଗୁରୁତ୍ଵପୂର୍ଣ୍ଣ ରାୟ ଏଣିକି ଚୁକ୍ତିଭିତ୍ତିକ ମହିଳା କର୍ମଚାରୀ ମାନେ ନେଇ ପାରିବେ ପ୍ରସବ କାଳୀନ ଛୁଟି । ଏହି ରାୟ ଦେଇଛନ୍ତି ହାଇକୋର୍ଟଙ୍କ ତିନି ଜଣିଆ ଖଣ୍ଡପୀଠ । ପୂର୍ବରୁ ଏକ ଆବେଦନର ଶୁଣାଣି କରି ହାଇକୋର୍ଟଙ୍କ ଜଣକିଆ ଖଣ୍ଡପୀଠ ଅନୁରୂପ ରାୟ ଦେଇ ଚୁକ୍ତିଭିତ୍ତିକ ମହିଳାଙ୍କୁ ପ୍ରସବକାଳୀନ ଛୁଟିରୁ ବଞ୍ଚିତ କରିବା ଅମାନବୀୟ ବୋଲି କହିଥିଲେ। ଏହି ରାୟ ବିରୋଧରେ ରାଜ୍ଯ ସରକାର ଆବେଦନ କରିଥିଲେ। ତିନି ଜଣିଆ ଖଣ୍ଡପୀଠ ମାମଲାର ଶୁଣାଣି କରି କହିଛନ୍ତି, ଚୁକ୍ତିଭିତ୍ତିକ ମହିଳା କର୍ମଚାରୀ ପ୍ରସବ କାଳୀନ ଛୁଟି ପାଇବାକୁ ଯୋଗ୍ୟ ।

ପୂର୍ବ ଖଣ୍ଡପୀଠ ଦେଇଥିବା ରାୟକୁ ୮ ସପ୍ତାହ ମଧ୍ଯରେ କାର୍ଯ୍ୟକାରୀ କରି ରିପୋର୍ଟ ଦାଖଲ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ କାର୍ଯ୍ୟରତ ଜଣେ ଚୁକ୍ତିଭିତ୍ତିକ ମହିଳା କର୍ମଚାରୀ ୧୭ ଅଗଷ୍ଟ ୨୦୧୬ରୁ ୨୦୧୭ ଫେବ୍ରୁଆରୀ ୧୨ ଯାଏ ପ୍ରସବକାଳୀନ ଛୁଟି ଆବେଦନ କରିଥିଲେ। ଏଭଳି ଛୁଟି ପାଇଁ ଚୁକ୍ତି ଅନୁଯାଇ ସେ ଯୋଗ୍ଯ ନୁହନ୍ତି ବୋଲି ଦର୍ଶାଇ ତାଙ୍କ ଆବେଦନକୁ ଅଗ୍ରାହ୍ୟ କରିଥିଲେ ବିଭାଗୀୟ ଅଧିକାରୀ । କିନ୍ତୁ ମହିିଳାଙ୍କ ସପକ୍ଷରେ ରାୟ ଦେଇଛନ୍ତି ହାଇକୋର୍ଟ ।

Post Views: 131
Share200Tweet125Send
Voice of Victims

Voice of Victims

Recent Posts

  • ରେମୁଣାରେ “ତ୍ରୀରଙ୍ଗା ପଦଯାତ୍ରା” ଅନୁଷ୍ଠିତ
  • ଟାଟା ସନ୍ସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଏନ୍. ଚନ୍ଦ୍ରଶେଖର, ୨୦୨୭ ରେ ସରିବ କାର୍ଯ୍ୟକାଳ
  • “ମୁଁ ସମସ୍ତ ପ୍ରଶ୍ନର ଉତ୍ତର ଦେବି”: ବିରୋଧୀଙ୍କ ହଟ୍ଟଗୋଳ ଉପରେ ଅମିତ ଶାହଙ୍କ ପ୍ରଥମ ପ୍ରତିକ୍ରିୟା
  • ଡ. ଜିତେନ୍ଦ୍ର ସିଂହଙ୍କୁ ସାକ୍ଷାତ କଲେ ଓଡ଼ିଶାର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଉପରେ ବାଜିପାରେ ମୋହର !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In