• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଖୋଲିଲା ହୀରାକୁଦ ଗେଟ୍, ଜଳଭଣ୍ଡାରରୁ ଛଡ଼ାଗଲା ପ୍ରଥମ ବନ୍ୟାଜଳ

by Voice of Victims
July 6, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଖୋଲିଲା ହୀରାକୁଦ ଗେଟ୍, ଜଳଭଣ୍ଡାରରୁ ଛଡ଼ାଗଲା ପ୍ରଥମ ବନ୍ୟାଜଳ

ସମ୍ବଲପୁର : ବଢୁଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର । ଖୋଲିଲା ହୀରାକୁଦ ଗେଟ୍ । ଜଳଭଣ୍ଡାରରୁ ଛଡ଼ାଗଲା ପ୍ରଥମ ବନ୍ୟାଜଳ । ପରମ୍ପରା ଅନୁଯାୟୀ ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର ଗେଟ୍ ଖୋଲାଯାଇଛି। ପର୍ଯ୍ୟାୟକ୍ରମେ ୧୨ଟି ଗେଟ୍ ଖୋଲାଯିବ। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୦୯.୬ ଫୁଟ୍ ରହିଛି ।

ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୧ଲକ୍ଷ ୨୨ ହଜାର ୯୦୬ କ୍ୟୁସେକ ଜଳ ପ୍ରବେଶ କରୁଥିିବାବେଳେ ୩୭ ହଜାର ୮୪୭ କ୍ୟୁସେକ ଜଳ ନିଷ୍କାସନ ହେଉଛି । ପାଣି ବୃଦ୍ଧି ପାଉଥିବାରୁ ହୀରାକୁଦରୁ ପାଣି ଛାଡ଼ିବାକୁ ନିଷ୍ପତ୍ତି ହୋଇଛି । ଏଥିପାଇଁ ତଳି ଅଞ୍ଚଳର ଲୋକଙ୍କୁ ସତର୍କ କରାଯାଇଛି । ମହାନଦୀକୁ ନଯିବା ପାଇଁ ଆଲର୍ଟ କରାଯାଇଛି । ସେହିପରି ମହାନଦୀ ତଟବର୍ତ୍ତୀ ୧୨ଟି ଜିଲ୍ଲାର ଜିଲ୍ଳାପାଳ ଓ ଏସପିଙ୍କୁ ମଧ୍ୟ ସତର୍କ କରାଯାଇଛି ।

Post Views: 111
Share201Tweet126Send
Voice of Victims

Voice of Victims

Recent Posts

  • ଆର୍ଜେଣ୍ଟିନା ଟିମ୍ ଏବଂ ମେସିଙ୍କ ଉପରେ ଆସିଲା ଅଭିଯୋଗ, ୨୫୦ କୋଟି ଟଙ୍କା ନେଇ ମଧ୍ୟ କେରଳ ଆସିଲେନି
  • ଆଜିଠୁ ସବୁ ସ୍କୁଲ ସକାଳୁଆ, ନିର୍ଦ୍ଦେଶ ଜାରି କଲେ ଗଣଶିକ୍ଷା ବିଭାଗ
  • ୧୨ ଦଫା ଦାବି ନେଇ ପୁରୀ ଜିଲ୍ଲାପାଳଙ୍କୁ ଘେରିଲେ ନିଖିଳ ଓଡ଼ିଶା ଅଙ୍ଗନୱାଡ଼ି କର୍ମୀ ସଂଘ
  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In