• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

by Voice of Victims
July 8, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଥମୁନି ବର୍ଷା, ହନ୍ତସନ୍ତ ରାଜ୍ୟବାସୀ ।  ପଶ୍ଚିମବଙ୍ଗ ଗାଙ୍ଗେୟ ଉପତ୍ୟାକା ଓ ଏହାର ପାର୍ଶ୍ବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର ।  ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ । ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ଅତିପ୍ରବଳ ବର୍ଷା ନେଇ ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।

ଏହି ସମୟରେ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ଏହା ସହ ବିଜୁଳି, ଘଡଘଡି ସହ ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି କାଲି ବିଜୁଳି, ଘଡଘଡି ସହ ବର୍ଷା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ୧୦ ତାରିଖରୁ ବର୍ଷା କମିବ ଓ ୧୨ ତାରିଖରୁ ବଢିବ ବର୍ଷା ବଢିବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

Post Views: 117
Share199Tweet124Send
Voice of Victims

Voice of Victims

Recent Posts

  • ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ
  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In