• About Us
  • Contact Us
Wednesday, August 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପଛକୁ ପଛ ଆସୁଛି ୨ଟି ଲଘୁଚାପ, ୧୩ରୁ ବଢିବ ବର୍ଷା

by Voice of Victims
July 11, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ୱର : ପଛକୁ ପଛ ଆସୁଛି ୨ଟି ଲଘୁଚାପ । ୧୩ରୁ ବଢିବ ବର୍ଷା । ଆସନ୍ତା ୧୩ ତାରିଖରେ ଗୋଟାଏ ଏବଂ ୨୩ ତାରିଖରେ ଆଉ ଗୋଟିଏ ଲଘୁଚାପର ସମ୍ଭାବନା ରହିଛି । ଫଳରେ ଓଡ଼ିଶାର ବିଭିନ୍ନ ନଦୀ ଗୁଡ଼ିକରେ ବନ୍ୟା ସ୍ଥିତିର ଆଶଙ୍କା କରାଯାଉଛି । ୧୩ ତାରିଖରେ ଲଘୁଚାପ ସୃଷ୍ଟି ହୋଇ ଉତ୍ତର ସୀମାନ୍ତବର୍ତ୍ତୀ ଜିଲ୍ଲା କେନ୍ଦୁଝର ଓ ଭଦ୍ରକରେ ଅଧିକ ବର୍ଷା ହେବ ।  ରାଜ୍ୟର ଅନ୍ୟ ସ୍ଥାନ ଗୁଡ଼ିକରେ ମଧ୍ୟମ ଧରଣର ବର୍ଷାର ଆକଳନ କରାଯାଇଛି ।

୧୫ ତାରିଖରୁ ବର୍ଷା କ୍ରମଶଃ କମିବ।  ପୁଣି ୨୩ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପର ସମ୍ଭାବନା ରହିଛି ।  ଫଳରେ ବର୍ଷାର ପରିମାଣ ବଢିପାରେ ।  ଆଜିଠାରୁ ୨୨ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବଜ୍ରାପାତର ସମ୍ଭାବନା ରହିଛି ।  କିନ୍ତୁ ମୌସୁମୀ ପ୍ରଭାବରେ ୧ ଜୁନରୁ ଆଜି ପର୍ୟ୍ୟନ୍ତ ବର୍ଷାର ପରିମାଣ ୩୪ପ୍ରତିଶତ ରହିଛି ଯାହାକି ସ୍ୱାଭାବିକ ଠାରୁ ଅଧିକ ବୋଲିପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Post Views: 84
Share199Tweet124Send
Voice of Victims

Voice of Victims

Recent Posts

  • ଓଡ଼ିଶାର ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ଉନ୍ନତିକରଣ ଲାଗି ୩.୧୦ କୋଟି ଯୋଗାଇ ଦେଲେ ଅଶ୍ୱିନୀ ବୈଷ୍ଣବ
  • ଦିଲ୍ଲୀରେ ଖୁବ୍ ଶୀଘ୍ର ‘ଜନ୍ତର ମନ୍ତର ସିଜିନ୍ ୨’!
  • ରେମୁଣାରେ “ତ୍ରୀରଙ୍ଗା ପଦଯାତ୍ରା” ଅନୁଷ୍ଠିତ
  • ଟାଟା ସନ୍ସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଏନ୍. ଚନ୍ଦ୍ରଶେଖର, ୨୦୨୭ ରେ ସରିବ କାର୍ଯ୍ୟକାଳ
  • “ମୁଁ ସମସ୍ତ ପ୍ରଶ୍ନର ଉତ୍ତର ଦେବି”: ବିରୋଧୀଙ୍କ ହଟ୍ଟଗୋଳ ଉପରେ ଅମିତ ଶାହଙ୍କ ପ୍ରଥମ ପ୍ରତିକ୍ରିୟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In