• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଏଫଏମ କଲେଜର ନିଲମ୍ୱିତ ଅଧ୍ୟକ୍ଷ ଦିଲ୍ଲୀପ ଘୋଷ ଗିରଫ

by Voice of Victims
July 14, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା ଅଭିଯୋଗ
ଏଫଏମ କଲେଜର ନିଲମ୍ୱିତ ଅଧ୍ୟକ୍ଷ ଦିଲ୍ଲୀପ ଘୋଷ ଗିରଫ

ବାଲେଶ୍ୱର; ଏଫଏମ କଲେଜର ନିଲମ୍ୱିତ ଅଧ୍ୟକ୍ଷ ଦିଲ୍ଲୀପ ଘୋଷ ଗିରଫ । ଦିଲ୍ଲୀପ ଘୋଷଙ୍କୁ ଗିରଫ କଲା ସହଦେବ ଖୁଣ୍ଟା ଥାନା ପୁଲିସ । ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ମାମଲାରେ ହୋଇଥିଲେ ନିଲମ୍ୱିତ । ଦିଲ୍ଲୀପ ଘୋଷଙ୍କୁ ନିଲମ୍ୱନ କରିଥିଲା ଉଚ୍ଚଶିକ୍ଷା ବିଭାଗ ।

ଦିଲ୍ଲୀପଙ୍କ ଗିରଫ ପାଇଁ ଦାବି କରିଥିଲେ ପୀଡ଼ିତାଙ୍କ ବାପା । ବାଲେଶ୍ୱର ଏଫଏମ କଲେଜରେ ଅଧ୍ୟାପକଙ୍କ ଦ୍ବାରା ନିର୍ୟାତିତ ହୋଇ ପ୍ରିନ୍ସପାଲଙ୍କ ଦ୍ବାରସ୍ଥ ହୋଇଥିଲେ ଜଣେ ଛାତ୍ରୀ । ହେଲେ ସେଠାରୁ ବାରମ୍ୱାର ନିରାଶ ହେବା ପରେ ସେ ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ ।

ଏହି ଘଟଣା ସାରା ରାଜ୍ୟ ରାଜନୀତିକୁ ହଲଚଲ କରିଦେଇଛି । ଘଟଣା ପରେ ଅଭିଯୁକ୍ତ ଅଧ୍ୟାପକଙ୍କୁ ଗିରଫ କରାଯାଇଥିଲା ବେଳେ ଅଧ୍ୟଙ୍କୁ ନିଲମ୍ୱନ କରାଯାଇଥିଲା ।

ଏବେ ଅଧ୍ୟକ୍ଷ ମଧ୍ୟ ଗିରଫ ହୋଇଛନ୍ତି । ସେପଟେ ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଛାତ୍ରୀ ଜଣକ ଜୀବନ ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି ।

Post Views: 99
Share201Tweet126Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In