• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବଳଙ୍ଗା ପୀଡିତା ଗୁରୁତର : ଦିଲ୍ଲୀ ଏମ୍ସ

by Voice of Victims
July 20, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ବଳଙ୍ଗା ପୀଡିତା ଗୁରୁତର : ଦିଲ୍ଲୀ ଏମ୍ସ

ଦିଲ୍ଲୀ: ବଳଙ୍ଗା ପୀଡିତା ଗୁରୁତର, ଏମିତି କହିଛି ନୂଆଦିଲ୍ଲୀ ସ୍ଥିତ ଏମ୍ସ । ଆଜି ବଳଙ୍ଗା ଛାତ୍ରୀ ଭୁବନେଶ୍ୱର ଏମ୍ସରୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର ହେଲା ପରେ ଦିଲ୍ଲୀ ଏମ୍ସରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି । ତେବେ ଦିଲ୍ଲୀ ଏମ୍ସ ରୋଗୀଙ୍କୁ ଗ୍ରହଣ କଲା ପରେ ରୋଗୀ ବର୍ଣ୍ଷ ଓ ପ୍ଲାଷ୍ଟିକ ସର୍ଜରୀ ବ୍ଲକରେ ଆଡମିଟ ହୋଇଛି ବୋଲି ଏକ ପ୍ରେସ ବିଜ୍ଞପ୍ତି ପ୍ରକାଶ କରିଛି । ଯେଉଁଥିରେ ପିଡୀତା ଗୁରୁତର ଉଲ୍ଲେଖ କରିବା ସହ ଅକ୍ସିଜେନ ସପୋର୍ଟରେ ଅଛି ବୋଲି ମଧ୍ୟ ଦିଲ୍ଲୀ ଏମ୍ସ କହିଛି ।

ପ୍ରକାଶଯୋଗ୍ୟ, ଆଜି ଗ୍ରୀନ୍ କରିଡର ଜରିଆରେ ଭୁବନେଶ୍ୱର ଏୟାର ପୋର୍ଟ ନିଆଯାଇ ପୀଡିତାଙ୍କୁ ଦିଲ୍ଲୀ ନିଆଯାଇଥିଲା । ସେପଟେ ଘଟଣାର ୩୬ ଘଣ୍ଟା ପରେ ନା ଅଭିଯୁକ୍ତ ଗିରଫ ହୋଇଛନ୍ତି ନା ଚିହ୍ନଟ ହୋଇଛନ୍ତି। ଆଜି ଖୋଦ୍ ଡିଜି ଘଟଣା ସ୍ଥଳକୁ ଯାଇଥିଲେ । ସେପଟେ ଏ ଘଟଣାକୁ ନେଇ ବିଜେପି ସରକାରକୁ ଘେରିଛି ବିଜେଡି। । ଅଭିଯୁକ୍ତଙ୍କୁ ଚିହ୍ନଟ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିରେ ପୁରୀ ଜିଲ୍ଲା ବିଜେଡି ପକ୍ଷରୁ ଆଜି ବଳଙ୍ଗା ଥାନା ଘେରାଉ କରାଯାଇଥିଲା।

Post Views: 45
Share198Tweet124Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In