• About Us
  • Contact Us
Sunday, August 16, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ,ଅପରେସନ ସିନ୍ଦୂର, ବିହାର SIR, AI 171 ଦୁର୍ଘଟଣାକୁ ଟାର୍ଗେଟ କରିବେ ବିରୋଧୀ

by Voice of Victims
July 21, 2025
in ଦେଶ ବିଦେଶ, ମୁଖ୍ୟ ଖବର
୨୫ରୁ ସଂସଦୀୟ ଶୀତ ଅଧିବେଶନ

ନୂଆଦିଲ୍ଲୀ: ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ ।  ବିଭିନ୍ନ ପ୍ରସଙ୍ଗରେ ଗୃହ ହେବ ହୁଲସ୍ତୁଲ । ଗୃହକୁ ସୁରୁଖୁରୁରେ ଚଳାଇବା ପାଇଁ ସର୍ବଦଳୀୟ ବୈଠକରେ ଆଲୋଚନା ହୋଇଥିଲା। ତେବେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ବିରୋଧୀ ।

ପହଲଗାଁଓ ଆତଙ୍କବାଦୀ ଆକ୍ରମଣ, ଅପରେସନ ସିନ୍ଦୁର, ଟ୍ରମ୍ପଙ୍କ ଯୁଦ୍ଧବିରତି ଦାବି ସମ୍ପର୍କିତ ପ୍ରସଙ୍ଗରେ ଆଲୋଚନା ପାଇଁ ସରକାର ରାଜି ଅଛନ୍ତି ।  ସେପଟେ ବିହାର ଭୋଟର ତାଲିକାରେ ବ୍ୟାପକ ସଂଶୋଧନ ପାଇଁ ଚାଲିଥିବା ସ୍ପେଶାଲ ଇଣ୍ଟେନସିଭ ରିଭିଜନ SIRକୁ ମଧ୍ୟ ବିରୋଧୀ ପ୍ରସଙ୍ଗ କରିବାର ସମ୍ଭାବନା ରହିଛି।

ଅଗଷ୍ଟ ୨୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନରେ ନ୍ୟାସନାଲ ସ୍ପୋର୍ଟସ ଗଭର୍ଣ୍ଣାନ୍ସ ବିଲ, ଆଣ୍ଟି ଡୋପିଂ, ମାଇନ୍ସ ଓ ମିନେରାଲ୍ସ ସଂଶୋଧନ ବିଲ ଭଳି ପ୍ରାୟ ୧୭ଟି ବିଲ ପାରିତ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ସେପଟେ ଜଷ୍ଟିସ୍ ୟଶୱନ୍ତ ବର୍ମାଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ, ଏୟାର ଇଣ୍ଡିଆ କ୍ରାସ୍ ରିପୋର୍ଟ ଆଦି ପ୍ରସଙ୍ଗରେ ମଧ୍ୟ ଏହି ଅଧିବେଶନରେ ଆଲୋଚନା ହେବ ।

Post Views: 58
Share200Tweet125Send
Voice of Victims

Voice of Victims

Recent Posts

  • ରଣପୁରରେ ଭବ୍ୟ ଭାବେ ପାଳିତ ୮୦ତମ ପବିତ୍ର ସ୍ୱାଧୀନତା ଦିବସ
  • ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ
  • ସିକ୍କିମରେ ବିଶାଳ ଭୂସ୍ଖଳନ, ଖସୁଛି ପାହାଡ଼, ବିପଦରେ ୧୫୦ ଲୋକ
  • ପଶ୍ଚିମବଙ୍ଗର ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ମୃତ୍ୟୁ, ଟିଏମସି କାର୍ଯ୍ୟାଳୟରୁ ମୃତଦେହ ଉଦ୍ଧାର
  • ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ, ୩ ଦିନ ଭିଜିବ ଓଡ଼ିଶା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In