• About Us
  • Contact Us
Sunday, August 16, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ବଡ଼ ଖବର; ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଲେ ଜଗଦୀପ ଧନଖଡ୍, ଜାଣନ୍ତୁ କାହିଁକି?

by Voice of Victims
July 21, 2025
in ଦେଶ ବିଦେଶ, ମୁଖ୍ୟ ଖବର
ବଡ଼ ଖବର; ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଲେ ଜଗଦୀପ ଧନଖଡ୍, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ: ଦିଲ୍ଲୀରୁ ଆସିଲା ବଡ଼ ଖବର । ଇସ୍ତଫା ଦେଲେ ଉପରାଷ୍ଟ୍ରପତି। ଦେଶର ଉପରାଷ୍ଟ୍ରପତି ତଥା ରାଜ୍ୟସଭାର ସଭାପତି ଥିବା ଜଗଦୀପ ଧନଖଡ଼ ଆଜି ପଦରୁ ଇସ୍ତଫା ଦେଇଛନ୍ତି । ସ୍ୱାସ୍ଥ୍ୟଗତ କାରଣରୁ ଇସ୍ତଫା ଦେଇଥିବା ସୂଚନା ମିଳିଛି । ସେ ତାଙ୍କର ଇସ୍ତଫା ପତ୍ର ରାଷ୍ଟ୍ରପତିଙ୍କୁ ଲେଖିଛନ୍ତି ।

ଚିକିତ୍ସାକୁ ପ୍ରାଥମିକତା ଓ ଡାକ୍ତରଙ୍କ ପରାମର୍ଶ ପାଳନ କରି ସେ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଥିବା ଲେଖିଛନ୍ତି । ଏହାସହ ସହଯୋଗ ଓ ସୁସମ୍ପର୍କ ପାଇଁ ସେ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଦେଇଛନ୍ତି । କେବଳ ସେତିକି ନୁହେଁ ପ୍ରଧାନମନ୍ତ୍ରୀ ଓ ମନ୍ତ୍ରୀମଣ୍ଡଳର ସହଯୋଗ ପାଇଁ ସେ କୃତଜ୍ଞ ବୋଲି ଉଲ୍ଲେଖ କରିଛନ୍ତି ।

Post Views: 129
Share200Tweet125Send
Voice of Victims

Voice of Victims

Recent Posts

  • ରଣପୁରରେ ଭବ୍ୟ ଭାବେ ପାଳିତ ୮୦ତମ ପବିତ୍ର ସ୍ୱାଧୀନତା ଦିବସ
  • ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ
  • ସିକ୍କିମରେ ବିଶାଳ ଭୂସ୍ଖଳନ, ଖସୁଛି ପାହାଡ଼, ବିପଦରେ ୧୫୦ ଲୋକ
  • ପଶ୍ଚିମବଙ୍ଗର ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ମୃତ୍ୟୁ, ଟିଏମସି କାର୍ଯ୍ୟାଳୟରୁ ମୃତଦେହ ଉଦ୍ଧାର
  • ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ, ୩ ଦିନ ଭିଜିବ ଓଡ଼ିଶା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In