• About Us
  • Contact Us
Sunday, April 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଅଗଷ୍ଟ ୧ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

by Voice of Victims
July 24, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଅଗଷ୍ଟ ୧ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ରାଜନଗର : ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକ ମାନଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । ଦୀର୍ଘ ୩ ମାସ ଧରି ବନ୍ଦ ରହିବା ପରେ ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକ ବେଶ ଉତ୍ସାହିତ । ପର୍ଯ୍ୟଟକଙ୍କୁ ସ୍ବାଗତ କରିବା ପାଇଁ ବନବିଭାଗର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ।

କୁମ୍ଭୀର ପ୍ରଜନନ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ୟ୍ଯନ୍ତ ୩ ମାସ ଧରି ବନ୍ଦ ରହିଛି । ଜାତୀୟ ଉଦ୍ୟାନରେ ପର୍ଯ୍ୟଟକମାନେ ପ୍ରକୃତିର ମନୋରମ ଦୃଶ୍ୟ ଉପଭୋଗ କରିବା ସହିତ ଧଳା କୁମ୍ଭୀର ଗୋରୀ, ମଲ୍ଲୀ,ଶ୍ଵେତା , ଦେଶୀୟ ପକ୍ଷୀ, ନଦୀରେ ନୈାବିହାର ଓ ସ୍କାଏ ଓ୍ଵାକ୍ ରେ ଜଙ୍ଗଲ ଉପରେ ଚାଲିଚାଲି ସୌନ୍ଦର୍ଯ୍ୟକୁ ଉପଭୋଗ କରିପାରିବେ ।

Post Views: 121
Share198Tweet124Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In