• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଚିତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

by Voice of Victims
July 24, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଶ୍ରୀମନ୍ଦିର ପ୍ରଶାସନ ଏବଂ ଦଇତାପତି ନିଯୋଗ ମୁହାଁମୁହିଁ

ପୁରୀ : ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଚିତାଲାଗି ନୀତି । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଦ୍ୱିତୀୟ ଭୋଗମଣ୍ଡପ ପରେ ଅପରାହ୍ଣ ୨ଟା ୩୦ ରୁ ସନ୍ଧ୍ୟା ୬ଟା ୩୦ ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଚିତାଲାଗି ଅମାବାସ୍ୟା ଓଡ଼ିଶାର ଏକ ଗଣପର୍ବ। ଏହାଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ । ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ସୁଭଦ୍ରାଙ୍କୁ ଚିତାଲାଗି ହୋଇଥାଏ । ଜଗନ୍ନାଥଙ୍କ ନିତିଦିନିଆ ପୂଜା ଓ ଧୂପ ଶେଷ ହେବା ପରେ ଦଇତାପତିମାନେ ତିନିଠାକୁରଙ୍କ ଲଲାଟରେ ସୁବର୍ଣ୍ଣ ଚିତାଲାଗି କରନ୍ତି।

ସ୍ନାନପୂର୍ଣ୍ଣମୀରେ ଠାକୁରେ ଅଣସରକୁ ବିଜେ ସମୟରେ ଏହି ରତ୍ନଚିତା କଢ଼ାଯାଇଥିଲା । ଚିତାଲାଗିରେ ଅସଲ ରତ୍ନଚିତା ଲାଗି ହେବେ ଠାକୁରେ । ତିନିବାଡ଼ର ବାଡ଼ଗ୍ରାହୀ ଓ ଦଇତାପତି ଏହି ଅଳଙ୍କାର ଶ୍ରୀଅଙ୍ଗରେ ଲାଗି କରିବେ । ସୁଦ୍ଧସୁଆରମାନେ ରତ୍ନସିଂହାସନ ତଳେ ସ୍ୱର୍ଣ୍ଣ ଓଷ ପ୍ରସ୍ତୁତ କରିବେ । ବାଡ଼ଗ୍ରାହୀମାନେ ଶୁଦ୍ଧସୁଆର ଦେଇଥିବା ଓଷ ଚିତାରେ ଲାଗି କରାଇବେ । ପାଟରା ଦେଇଥିବା ପାଟଡୋର ଫିତାରେ ବାନ୍ଧି ଶ୍ରୀମସ୍ତକରେ ଚିତା ଲାଗି ହେବ ।

Post Views: 132
Share198Tweet124Send
Voice of Victims

Voice of Victims

Recent Posts

  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ
  • ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ
  • ଉତ୍କଳ ଦିବସ ଅବସରରେ ରକ୍ତଦାନ ଶିବିର, ସଂଗ୍ରହ ହେଲା ୧୩୭ ୟୁନିଟ ରକ୍ତ
  • ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In