• About Us
  • Contact Us
Sunday, April 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପରେ ବାଧା, ମେଟ୍ରୋ ରେଳ ପ୍ରକଳ୍ପର ପୁରୁଣା କଣ୍ଟ୍ରାକ୍ଟକୁ ବାତିଲ କଲେ ରାଜ୍ୟ ସରକାର

by Voice of Victims
July 26, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଭୁବନେଶ୍ୱରରେ ମେଟ୍ରୋ ପ୍ରକଳ୍ପ: ୨୦୨୭ ସୁଦ୍ଧା ସରିବ କାମ

ଭୁବେନଶ୍ବର: ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପର ପୁରୁଣା କଣ୍ଟ୍ରାକ୍ଟକୁ ବାତିଲ କଲେ ରାଜ୍ୟ ସରକାର । ସିଇଆଇଜିଆଇଏଲ୍ ଇଣ୍ଡିଆ ଲିମିଟେଡ୍ ଏବଂ ଦିଲ୍ଲୀ ମେଟ୍ରୋ ରେଲ୍ କର୍ପୋରେସନ୍ ଲିମିଟେଡ୍‌କୁ ପୂର୍ବ ସରକାର କଣ୍ଟ୍ରାକ୍ଟ ଦେଇଥିଲେ । କିନ୍ତୁ ଏହି ଦୁଇ କଂପାନି ରାଜ୍ୟ ସରକାରଙ୍କ ଅନୁରୋଧ ସତ୍ତ୍ବେ ନିୟମ ଅନୁଯାୟୀ ଉପଯୁକ୍ତ କ୍ଷତିପୂରଣ ଦେଇନାହାନ୍ତି । ଏପରିକି ଦୁଇ କଂପାନି ମେଟ୍ରୋ ରେଳ ପ୍ରକଳ୍ପକୁ ନଷ୍ଟ କରିଥିବା ଅଭିଯୋଗ ଆଣି ଓଡ଼ିଶା ସରକାର ଏଭଳି କଠୋର ପଦକ୍ଷେପ ନେଇଥିବା କୁହାଯାଇଛି ।

ସୂଚନାଯୋଗ୍ୟ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଗଠନ ହୋଇଥିବା ସବ୍ କମିଟିର ପ୍ରଥମ ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଥିଲା । ମିଳିଥିବା ସୂଚନା ଅନୁଯାୟୀ, ଏହି ବୈଠକରେ ମେଟ୍ରୋ ରେଳ ପ୍ରକଳ୍ପ ନେଇ କିଛି ଠୋସ୍ ନିଷ୍ପତ୍ତି ହୋଇପାରିନଥିଲା । ଏପରିକି ମେଟ୍ରୋ ରେଳ ଏଲିଭେଟର କରିଡରରେ ହେବ କି ଅଣ୍ଡରଗ୍ରାଉଣ୍ଡ ହେବ, କେଉଁ ଅଞ୍ଚଳକୁ ମେଟ୍ରୋ ଚାଲିବ ସେନେଇ କିଛି ନିଷ୍କର୍ସ ବାହାରିନଥିଲା ।

ଏହି ବୈଠକରେ ମେଟ୍ରୋ ରେଳ ପ୍ରକଳ୍ପ ଉପରେ ଯେତିକି ଆଲୋଚନା ହୋଇନଥିଲା ତା’ଠାରୁ ଅଧିକ ଭୁବନେଶ୍ବରର ଭିଡ଼ କମାଇବା, ସୁଗମ ଟ୍ରାଫିକ ପରିଚାଳନା ନିମନ୍ତେ ସମନ୍ବିତ ଗମନାଗମନ ଯୋଜନା, ରେଳ-ସଡ଼କ ପରିବର୍ତ୍ତନ ପଥ, ପୂର୍ତ୍ତ ବିଭାଗ ପକ୍ଷରୁ ଭୁବନେଶ୍ବରରେ ହେବାକୁ ଥିବା ଏବଂ ନିର୍ମାଣାଧୀନ ଥିବା ବିଭିନ୍ନ ସଡ଼କ,ଫ୍ଲାଏଓଭର ପ୍ରକଳ୍ପ ଉପରେ ଆଲୋଚନା ହୋଇଥିଲା । ଆଗାମୀ ୨୦ବର୍ଷକୁ ନଜରରେ ରଖି କିପରି ଗମନାଗମନ ଭିତ୍ତିଭୂମି ନିର୍ମାଣ ହେବ ସେନେଇ ଚର୍ଚ୍ଚା ହୋଇଥିଲା ।

ଏବେ ସାଧାରଣରେ ପ୍ରଶ୍ନ ଉଠିଛି, ଏହି ପ୍ରକଳ୍ପ କାହିଁକି ରଦ୍ଦ ହେଲା ? ଏହାର ଦାୟିତ୍ୱ କିଏ ନେବ ? ଏବଂ ଭୁବନେଶ୍ୱରର ମେଟ୍ରୋ ସ୍ୱପ୍ନ ଏବେ କ’ଣ ହେବ ?

Post Views: 33
Share198Tweet124Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In