• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜି ଶ୍ରୀମନ୍ଦିରରେ ହେବ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି, ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

by Voice of Victims
July 28, 2025
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର, ରାଜ୍ୟ
ଶ୍ରୀମନ୍ଦିର ପ୍ରଶାସନ ଏବଂ ଦଇତାପତି ନିଯୋଗ ମୁହାଁମୁହିଁ

ପୁରୀ : ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ ।   ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରରେ ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି ।

ସୂଚନା ମୁତାବକ, ଶ୍ରୀମନ୍ଦିରରେ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଦଇତାପତି ସେବକମାନେ ରତ୍ନ ସିଂହାସନ ଉପରେ ଚଢ଼ି ୪ଘଣ୍ଟା ଧରି ମହାପ୍ରଭୁଙ୍କ ଏହି ଗୁପ୍ତନୀତି ସମ୍ପାଦନ କରିବେ।  ଶ୍ରୀଜୀଉଙ୍କ ଶ୍ରୀପୟର ସୁରକ୍ଷା ଲାଗି ଖସାପଡ଼ା ନୀତି କରାଯାଇ ଥାଏ ।

ବର୍ଷକରେ ୨ ରୁ ୩ ଥର ଏହି ନୀତି ସମ୍ପାଦନ କରାଯାଇଥାଏ। ଖସାପଡ଼ା ନୀତି ଶେଷ ପରେ ନୀତିକାନ୍ତି ପୂର୍ବ ଭଳି ଆଗକୁ ବଢ଼ିବା ସହ ସାଧାରଣ ଦର୍ଶନ ଆରମ୍ଭ ହେବ ।

Post Views: 37
Share197Tweet123Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In