• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଓଡିଶା ସାହିତ୍ୟ ଏକାଡେମୀ ପ୍ରତିଯୋଗିତାରେ ଦ୍ୱିତୀୟ ସ୍ଥାନରେ ସନୟା

by Voice of Victims
July 28, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ଓଡିଶା ସାହିତ୍ୟ ଏକାଡେମୀ ପ୍ରତିଯୋଗିତାରେ ଦ୍ୱିତୀୟ ସ୍ଥାନରେ ସନୟା

ରଣପୁର, ୨୭/୦୭ : ଓଡିଶା ସାହିତ୍ୟ ଏକାଡେମୀର ୬୮ତମ ସ୍ଵନକ୍ଷତ୍ର ଦିବସ ପାଳନ ଅବସରରେ ରାଜ୍ୟ ସ୍ତରୀୟ କନିଷ୍ଠ ବର୍ଗ ପ୍ରବନ୍ଧ ପ୍ରତିଯୋଗିତାରେ ରଣପୁର ଅଞ୍ଚଳର ଛାତ୍ରୀ ଦ୍ଵିତୀୟ ସ୍ଥାନ ଅଧିକାର ବର୍ଗ ସମଗ୍ର ରଣପୁର ବ୍ଲକ ତଥା ନୟାଗଡ଼ ଜିଲ୍ଲା ପାଇଁ ଗୌରବ ଅର୍ଜନ କରିପାରିଛନ୍ତି | ସେ ଛାତ୍ରୀ ଜଣକ ହେଉଛନ୍ତି ରଣପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ସନୟା ସୁପ୍ରିୟା | ଏହି ସ୍ଵନକ୍ଷତ୍ର ଦିବସ ପାଳନ କାର୍ଯ୍ୟକ୍ରମ ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପ ଠାରେ ଆୟୋଜିତ ହୋଇଥିଲା |

ଏହି କାର୍ଯ୍ୟକ୍ରମରେ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଶାନ୍ତନୁ କୁମାର ଆଚାର୍ଯ୍ୟ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ସନୟାଙ୍କୁ ଟ୍ରଫି ଓ ମାନପତ୍ର ଦେଇ ପୁରସ୍କୃତ କରିବା ସହ ୪ ହଜାର ଟଙ୍କା ଅର୍ଥ ରାଶି ପ୍ରଦାନ କରିଥିଲେ | ଛାତ୍ରୀଙ୍କର ମାଆ ସନ୍ଧ୍ୟାରାଣୀ ସେଠି ଯିଏକି ଜଣେ ଶିକ୍ଷୟତ୍ରୀ ଓ ପିତା ରବୀନ୍ଦ୍ର ସେଠିଙ୍କ ପିତା ପାଥୋଲୋଜିଷ୍ଟ ଅଟନ୍ତି | ଉଭୟ ପିତା ଓ ମାତା ଝିଅ ସନୟାର ସଫଳତାରେ ବେଶ ଖୁସି ଅନୁଭବ କରୁଛନ୍ତି | ସନୟା ଏହି ସଫଳତା ପାଇଁ ପିତାମାତା, ଶିକ୍ଷକ ଶିକ୍ଷୟତ୍ରୀ ଓ ପରିବାର ବର୍ଗଙ୍କ ଆଶୀର୍ବାଦ ପାଇଁ ସମ୍ଭବ ହୋଇ ପାରିଛି ବୋଲି କହିଛନ୍ତି |

Post Views: 50
Share198Tweet124Send
Voice of Victims

Voice of Victims

Recent Posts

  • ଉତ୍କଳ ଦିବସ ଅବସରରେ ରକ୍ତଦାନ ଶିବିର, ସଂଗ୍ରହ ହେଲା ୧୩୭ ୟୁନିଟ ରକ୍ତ
  • ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ
  • ପତଞ୍ଜଳି ଯୋଗ କେନ୍ଦ୍ରରେ ଉତ୍କଳ ଦିବସ ପାଳନ
  • ଗୁରୁତ୍ୱପୂର୍ଣ୍ଣ ପେଟ୍ରୋକେମିକାଲ୍ ଉତ୍ପାଦଗୁଡ଼ିକ ଉପରେ ସମ୍ପୂର୍ଣ୍ଣ ସୀମା ଶୁଳ୍କ ଛାଡ଼ କଲେ ସରକାର
  • ମେ’ ୧ମ/ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍ ପରୀକ୍ଷା ଫଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In