• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଶ୍ରୀମନ୍ଦିର ଭିତରକୁ ହିଡେନ୍ କ୍ୟାମେରା ନେଇ ଧରାପଡିଲେ ଯୁବକ, ସନ୍ଦେହ ହେବାରୁ ଧରିଲା ପୋଲିସ

by Voice of Victims
July 29, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ଆଜିଠାରୁ ଶ୍ରୀମନ୍ଦିରରେ ପହିଲି ଭୋଗ

ପୁରୀ : ଶ୍ରୀମନ୍ଦିର ଭିତରକୁ ହିଡେନ୍ କ୍ୟାମେରା ନେଇ ଧରାପଡିଲେ ଯୁବକ । ଅଭିନବ ଉପାୟରେ ଶ୍ରୀମନ୍ଦିର ଭିତରେ କଏଦ କରିଥିଲା ଫୋଟୋ ଭିଡିଓ । ବେହରଣ ଦ୍ଵାର ନିକଟରେ ସନ୍ଦେହ ହେବାରୁ ଉକ୍ତ ଯୁବକକୁ ଧରିଥିଲା ପୋଲିସ ।

ସୂଚନା ଅନୁସାରେ ଯୁବକ ଜଣଙ୍କ ନିଜ ଚଷମାରେ ଲେନ୍ସ ଲଗାଇ ଶ୍ରୀମନ୍ଦିରର ଭିତର ଭିଜୁଆଲ ଉତ୍ତୋଳନ କରୁଥିଲା । ଚଷମାରେ ଲାଗିଥିବା ଲେନ୍ସରୁ ଫୋଟୋ ଭିଡିଓ ଗୁଡ଼ିକ ସିଧାସଳଖ ମୋବାଇଲକୁ ଟ୍ରାନ୍ସଫର ହେଉଥିଲା । ବେହରଣ ଦ୍ଵାର ନିକଟରେ ସନ୍ଦେହ ହେବାରୁ ଉକ୍ତ ଯୁବକକୁ ପୋଲିସ ଧରିଥିଲା । ଶ୍ରୀମନ୍ଦିର ସଶସ୍ତ୍ର ସୁରକ୍ଷା ବାହିନୀତାକୁ ସିଂହଦ୍ୱାର ଥାନାର କଣ୍ଟ୍ରଲ ରୁମ ଜିମା ଦେଇଛନ୍ତି ।

ସେହିପରି ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତିକୁ ନେଇ ଚର୍ଚ୍ଚା ଲାଗି ରହିଥିବା ବେଳେ ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥା ବା ଏଏସ୍‌ଆଇ ଫଟୋ ପୋଷ୍ଟ କରିଥିଲା । ରତ୍ନଭଣ୍ଡାର ନୂତନ ଜୀବନ ପାଇଲା ବୋଲି କିଛି ଫଟୋକୁ ସୋସିଆଲ ଏକ୍ସରେ ପୋଷ୍ଟ କରିଥିଲା ଏଏସ୍‌ଆଇ । ଫଟୋ ପୋଷ୍ଟକୁ ବୁଦ୍ଧିଜୀବୀମାନେ ନାପସନ୍ଦ କରିବାରୁ ବିଳମ୍ବିତ ରାତିରେ ଫଟୋ ଗୁଡ଼ିକୁ ଡିଲିଟ୍ କରିଦେଇଛନ୍ତି ଏଏସ୍‌ଆଇ କର୍ତ୍ତୃପକ୍ଷ । ଶ୍ରୀମନ୍ଦିରରେ ଫଟୋ ଓ ଭିଡିଓକୁ ନେଇ ରହିଥିବା ଆଇନକୁ ନିଜେ ଉଲ୍ଲଂଘନ କରିଛି ଏଏସ୍‌ଆଇ ।

Post Views: 121
Share198Tweet124Send
Voice of Victims

Voice of Victims

Recent Posts

  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ
  • ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ
  • ଉତ୍କଳ ଦିବସ ଅବସରରେ ରକ୍ତଦାନ ଶିବିର, ସଂଗ୍ରହ ହେଲା ୧୩୭ ୟୁନିଟ ରକ୍ତ
  • ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In