• About Us
  • Contact Us
Friday, August 14, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସୁଭଦ୍ରା ଯୋଜନା ନେଇ ବଡ ଖବର, ଏହି ତାରିଖରେ ଆସିବ ତୃତୀୟ କିସ୍ତି, ପୁଣି ଖୋଲିବ ପୋର୍ଟାଲ

by Voice of Victims
July 30, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ସୁଭଦ୍ରା ଯୋଜନା ନେଇ ବଡ ଖବର, ଏହି ତାରିଖରେ ଆସିବ ତୃତୀୟ କିସ୍ତି, ପୁଣି ଖୋଲିବ ପୋର୍ଟାଲ

ଭୁବନେଶ୍ବର: ସୁଭଦ୍ରା ଯୋଜନା ନେଇ ଆସିଲା ବଡ ଖବର। ତାହା ହେଲା ଯେ, ରାଜ୍ୟ ସରକାର ତୃତୀୟ କିସ୍ତି ପ୍ରଦାନ କରିବା ପାଇଁ ତାରିଖ ଘୋଷଣା କରିଛନ୍ତି। ତାହା ହେଲା ଯେଉଁମାନେ ଆଗର ଦୁଇ କିସ୍ତି ପାଇଛନ୍ତି ସେମାନଙ୍କୁ ତୃତୀୟ କିସ୍ତି ପ୍ରଦାନ କରାଯିବ। ଆସନ୍ତା ଅଗଷ୍ଟ ୯ ତାରିଖ ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ତୃତୀୟ କିସ୍ତି ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରବାତୀ ପରିଡା ଘୋଷଣା କରିଛନ୍ତି।

ସେହିପରି ଯେଉଁମାନଙ୍କର ବୟସ ୨୧ ବର୍ଷ ହୋଇଯାଇଥିବ ସେମାନେ ସୁଭଦ୍ରା ପୋର୍ଟାଲରେ ଆବେଦନ କରିପାରିବେ। ସେଥିପାଇଁ ଅଗଷ୍ଟ ୯ ତାରିଖ ତୃତୀୟ କିସ୍ତି ଦେବା ପରେ ଏହି ପୋର୍ଟାଲ ଖୋଲିବ। ଯେଉଁମାନେ ଆବେଦନ କରିବା କଥା ସେଥିରେ କରିପାରିବେ।

ଏଥିସହିତ ସେ କହିଛନ୍ତି ଯେ, ଆବେଦନ କରି ବାଦ ପଡ଼ିଥିବା ୨ ଲକ୍ଷ ମହିଳାଙ୍କ ଆବେଦନ ଉପରେ ପୁଣି ସର୍ଭେ କରାଯାଇ ସେମାନଙ୍କ ମଧ୍ୟରୁ ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରାଯିବ। ସେଥିପାଇଁ କାର୍ଯ୍ୟ ଆରମ୍ଭ ହୋଇଛି। ସେହିପରି ୯୩ ହଜାର ହିତାଧିକାରୀଙ୍କୁ ୬୦ ବର୍ଷ ହୋଇଥିବାରୁ ସାମାଜିକ ଓ ସୁରକ୍ଷା ବିଭାଗକୁ ତାଙ୍କ ତାଲିକା ପଠେଇ ଦିଆଯାଇଛି।

Post Views: 125
Share199Tweet124Send
Voice of Victims

Voice of Victims

Recent Posts

  • ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି, ସବୁ ପାଇଲଟଙ୍କ ହେବ ଟେଷ୍ଟ
  • UPSC ବୈଠକ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଅଗଷ୍ଟ ୧୮ ଯାଏଁ ଚୂଡ଼ାନ୍ତ ହେବନି DGP ଚୟନ
  • ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ଦୁଇ ଦିନ ଯାଏ ଅଧା ଓଡ଼ିଶାରେ କଳାହାଣ୍ଡିଆ ମେଘ
  • ପତଞ୍ଜଳି ପକ୍ଷରୁ ବିଶ୍ଵ ଅଙ୍ଗଦାନ ଦିବସ ପାଳନ
  • ଦେଶପ୍ରେମ ଏବଂ ପରିବେଶର ବାର୍ତ୍ତା ନେଇ ମହିଳା ମୋର୍ଚ୍ଚା ର ତ୍ରୀରଙ୍ଗା ଶୋଭାଯାତ୍ରା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In