• About Us
  • Contact Us
Saturday, August 15, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଲିକ ଘଟଣାରେ ବୋର୍ଡ ଉପସଭାପତି ଗିରଫ, ଗତକାଲି ତାଙ୍କୁ ୩ ଘଣ୍ଟା ଧରି ଜେରା କରିଥଲା କ୍ରାଇମବ୍ରାଞ୍ଚ

by Voice of Victims
August 3, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଲିକ ଘଟଣାରେ ବୋର୍ଡ ଉପସଭାପତି ଗିରଫ, ଗତକାଲି ତାଙ୍କୁ ୩ ଘଣ୍ଟା ଧରି ଜେରା କରିଥଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଲିକ ଘଟଣାରେ ବୋର୍ଡ ଉପସଭାପତି ଗିରଫ ।  ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି ଗିରଫ ।  ଦୁଇ ଥର ଜେରା ପରେ ତାଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିବା ସୂଚନା ।  ତାଙ୍କ ଲାପଟପରୁ ଚୋରି ହୋଇଥିଲା ପ୍ରଶ୍ନପତ୍ର। ଗତକାଲି ତାଙ୍କୁ ୩ ଘଣ୍ଟା ଧରି ଜେରା କରିଥଲା କ୍ରାଇମବ୍ରାଞ୍ଚ ।

ନିହାରଙ୍କ ଲାପଟପରୁ ସ୍ବତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଚୋରି ହୋଇଥିଲା। ମୁଖ୍ୟ ଅଭିଯୁକ୍ତ ଜିତନ ହିଁ ସ୍ବତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ନିହାରଙ୍କ ଲାପଟପରୁ ଚୋରି କରିଥିଲା। ଏହାକୁ ଅଭିଯୁକ୍ତ ବିଜୟ ମିଶ୍ରକୁ ଦେଇଥିଲା  । ବୋର୍ଡ ଉପସଭାପତିଙ୍କ ଲାପଟପକୁ ପ୍ରଶ୍ନପତ୍ର କିଭଳି ଆସିଲା, ସେ ନେଇ ତନାଘନା ତଦନ୍ତ କରିଛି କ୍ରାଇମବ୍ରାଞ୍ଚ। ବୋର୍ଡ ଉପସଭାପତି ନିହାରଙ୍କୁ ମିଶାଇ ପ୍ରଶ୍ନପତ୍ର ଲିକ ମାମଲାରେ ୮ ଜଣ ଗିରଫ ହେଲେଣି ।

Post Views: 161
Share198Tweet124Send
Voice of Victims

Voice of Victims

Recent Posts

  • ଭାରତରେ ପୁଣି ଭୂକମ୍ପ ଝଟକା, ନାସିକରେ ଦୁଇଥର ଥରିଲା ଭୂମି
  • ସରକାରୀ ଜମିରେ ଗଞ୍ଜେଇ ଚାଷ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ୬ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ୱ ସଚିବ
  • ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି, ସବୁ ପାଇଲଟଙ୍କ ହେବ ଟେଷ୍ଟ
  • UPSC ବୈଠକ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଅଗଷ୍ଟ ୧୮ ଯାଏଁ ଚୂଡ଼ାନ୍ତ ହେବନି DGP ଚୟନ
  • ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ଦୁଇ ଦିନ ଯାଏ ଅଧା ଓଡ଼ିଶାରେ କଳାହାଣ୍ଡିଆ ମେଘ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In