• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ପ୍ରତିକ୍ରିୟା, ସାମ୍ନାକୁ ଆସିବ ବଳଙ୍ଗା ସତ

by Voice of Victims
August 4, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ସୁଭଦ୍ରା ଯୋଜନାରେ ଯେଉଁମାନେ ଟଙ୍କା ପାଇନାହାନ୍ତି, ସେମାନେ ବ୍ୟାଙ୍କକୁ ଯାଆନ୍ତୁ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ

ଭୁବନେଶ୍ୱର : ବଳଙ୍ଗା ସତ ସିଶ୍ଚିତ ସାମ୍ନାକୁ ଆସିବ।  ଖୁବ ଶୀଘ୍ର ସତ ସାମ୍ନାକୁ ଆସିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।  ପୋଲିସ ପ୍ରଶାସନ ନିଷ୍ଠାର ସହ ତଦନ୍ତ କରୁଥିବା ସେ କହିଛନ୍ତି । ପୀଡ଼ିତାଙ୍କ ପରିବାର ଏକ ଗରିବ ପରିବାର ।  ତାଙ୍କୁ କିଭଳି ଓ କଣ ସହାୟତା ପ୍ରଦାନ କରାଯିବ ଏ ନେଇ ସେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ବୋଲି କହିଛନ୍ତି ।

ରାଜ୍ୟ ସରକାର ପୀଡ଼ିତାଙ୍କ ପରିବାର ସହ ଅଛନ୍ତି, ସବୁ କରିବାକୁ ପ୍ରସ୍ତୁତ ।  ଝିଅ ପରିବାର ବହୁତ ଗରିବ, ସେମାନଙ୍କୁ ସରକାର ସବୁ ସୁବିଧା ଯୋଗାଇଦେବେ । ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ପରିବାର ପାଇଁ ଯାହା କରିବାର ଅଛି କରିବୁ । ଶେଷ ଯାଏଁ ପୋଲିସ ଉପରେ ଭରସା ରଖନ୍ତୁ, ଯାହା ସତ୍ୟ ପଦାକୁ ଆସିବ ।

Post Views: 53
Share198Tweet124Send
Voice of Victims

Voice of Victims

Recent Posts

  • କଂଗ୍ରେସ ସାଂସଦ ଶଶି ଥରୁରଙ୍କ କାରକେଡ୍ ଉପରକୁ ଆକ୍ରମଣ, ଡ୍ରାଇଭର୍ ଏବଂ ସୁରକ୍ଷାକର୍ମୀ ଆହତ
  • ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ, ତଳେ ପିଲାଙ୍କ ସହ ବସି କଥାବାର୍ତ୍ତା ହେଲେ ମୁଖ୍ୟମନ୍ତ୍ରୀ
  • ପୁରୀ ବିମାନବନ୍ଦରକୁ ସର୍ତ୍ତ ସହ ଅନୁମତି; ମଞ୍ଜୁରୀ ପ୍ରଦାନ କଲା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ
  • ଶିଶୁ ମନ୍ଦିର ରେ ପାଳିତ ହେଲା ଵିଦ୍ୟାରମ୍ଭ ଯଜ୍ଞ
  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In