• About Us
  • Contact Us
Friday, August 14, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଭୁବନେଶ୍ୱରରେ ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ, EKTA କାର୍ଯ୍ୟକ୍ରମର କଲେ ଉଦ୍ଘାଟନ

by Voice of Victims
August 7, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଭୁବନେଶ୍ୱରରେ ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ, EKTA କାର୍ଯ୍ୟକ୍ରମର କଲେ ଉଦ୍ଘାଟନ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ । ଜାତୀୟ ହସ୍ତତନ୍ତ ଦିବସ ୨୦୨୫ ନେଇ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମାଧୁରୀ । ଓଡ଼ିଶାରେ EKTA ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରିଛନ୍ତି ରାଜ୍ୟ ସରକାର ।  ଆଜି ଉଦ୍ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ରାଜ୍ୟପାଳ ଓ ସ୍ୱତନ୍ତ୍ର ଅତିଥି ଭାବେ ମାଧୁରୀ ଯୋଗ ଦେଇଛନ୍ତି ।

ଓଡ଼ିଶା ହସ୍ତତନ୍ତର ବ୍ରଣ୍ଡ ଆମ୍ବାସଡର ରହିଛନ୍ତି ମାଧୁରୀ ।  ଜାତୀୟ ହସ୍ତତନ୍ତ ଦିବସରେ ଓଡ଼ିଶା ହସ୍ତତନ୍ତର କଥା କହିଲେ ମାଧୁରୀ ଦୀକ୍ଷିତ ।  ବୋମକାଇ ଓ ସମ୍ବଲପୁରୀ ଏହା କେବଳ ବୟନ ଓ ହସ୍ତତନ୍ତ ନୁହଁ ଇକତା ବୋଲି କହିଥିଲେ ମାଧୁରୀ । ଏହା ଓଡ଼ିଆଙ୍କ ସୃଜନଶୀଳତା ଏବଂ କଳା ଏବଂ ଅସ୍ମିତାର ବନ୍ଧନର ଜୀବନ୍ତ ପ୍ରମାଣ । ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ମେଳା ଲାଗି ରହିଛି । ବାହାର ରାଜ୍ୟର ବୁଣାକାରମାନେ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ।

Post Views: 146
Share199Tweet125Send
Voice of Victims

Voice of Victims

Recent Posts

  • ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି, ସବୁ ପାଇଲଟଙ୍କ ହେବ ଟେଷ୍ଟ
  • UPSC ବୈଠକ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଅଗଷ୍ଟ ୧୮ ଯାଏଁ ଚୂଡ଼ାନ୍ତ ହେବନି DGP ଚୟନ
  • ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ଦୁଇ ଦିନ ଯାଏ ଅଧା ଓଡ଼ିଶାରେ କଳାହାଣ୍ଡିଆ ମେଘ
  • ପତଞ୍ଜଳି ପକ୍ଷରୁ ବିଶ୍ଵ ଅଙ୍ଗଦାନ ଦିବସ ପାଳନ
  • ଦେଶପ୍ରେମ ଏବଂ ପରିବେଶର ବାର୍ତ୍ତା ନେଇ ମହିଳା ମୋର୍ଚ୍ଚା ର ତ୍ରୀରଙ୍ଗା ଶୋଭାଯାତ୍ରା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In