• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପୂର୍ବତନ ଉପବାଚସ୍ପତି ବିଭୂତି ଭୂଷଣ ମର୍ଦ୍ଦରାଜଙ୍କ ପରଲୋକ, ୩ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ

by Voice of Victims
August 7, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ପୂର୍ବତନ ଉପବାଚସ୍ପତି ବିଭୂତି ଭୂଷଣ ମର୍ଦ୍ଦରାଜଙ୍କ ପରଲୋକ, ୩ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ

ଭୁବନେଶ୍ୱର : ପୂର୍ବତନ ଉପବାଚସ୍ପତି ବିଭୂତି ଭୂଷଣ ମର୍ଦ୍ଦରାଜଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିବାର ସୂଚନା ମିଳିଛି । ହୃଦଜନିତ ସମସ୍ୟା ଯୋଗୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ।

ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ ଖଣ୍ଡପଡ଼ା ଗଡ଼ର ରାଜା ଥିଲେ । ୧୯୮୦, ୧୯୮୫ ଏବଂ ୧୯୯୫ ମସିହାରେ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।  ୩ ଥର ଖଣ୍ଡପଡ଼ା ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।  ମନ୍ତ୍ରୀ ଏବଂ ଉପବାଚସ୍ପତି ଭାବେ ସେ ଦାୟିତ୍ଵ ନିର୍ବାହ ମଧ୍ୟ କରିଥିଲେ । କଂଗ୍ରେସ ଦଳ ସହ ଦୀର୍ଘ ବର୍ଷ ଧରି ଜଡ଼ିତ ଥିଲେ ।

Post Views: 116
Share198Tweet124Send
Voice of Victims

Voice of Victims

Recent Posts

  • କଂଗ୍ରେସ ସାଂସଦ ଶଶି ଥରୁରଙ୍କ କାରକେଡ୍ ଉପରକୁ ଆକ୍ରମଣ, ଡ୍ରାଇଭର୍ ଏବଂ ସୁରକ୍ଷାକର୍ମୀ ଆହତ
  • ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ, ତଳେ ପିଲାଙ୍କ ସହ ବସି କଥାବାର୍ତ୍ତା ହେଲେ ମୁଖ୍ୟମନ୍ତ୍ରୀ
  • ପୁରୀ ବିମାନବନ୍ଦରକୁ ସର୍ତ୍ତ ସହ ଅନୁମତି; ମଞ୍ଜୁରୀ ପ୍ରଦାନ କଲା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ
  • ଶିଶୁ ମନ୍ଦିର ରେ ପାଳିତ ହେଲା ଵିଦ୍ୟାରମ୍ଭ ଯଜ୍ଞ
  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In