• About Us
  • Contact Us
Friday, August 14, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

୧୩ରେ ଲଘୁଚାପ, ଆସନ୍ତାକାଲି ଠାରୁ ବର୍ଷା ଆରମ୍ଭ

by Voice of Victims
August 11, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ୱର : ୧୩ରେ ଲଘୁଚାପ।  ତିନି ଦିନ ପ୍ରବଳ ବର୍ଷିବ।  ଉତ୍ତର ପଶ୍ଚିମ ଓ ସଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ ।  ସମ୍ଭାବ୍ୟ ଲଘୁଚାପ  ପ୍ରଭାବରେ ଆସନ୍ତାକାଲିଠାରୁ ବର୍ଷା ଆରମ୍ଭ ହୋଇଯିବ ।

ତିନି ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।  ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।  ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ଆଜି ୨୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।  ଆସନ୍ତାକାଲି କନ୍ଧମାଳ, ରାୟଗଡ଼ା, ଗଜପତି ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।  ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ପ୍ରବଳ ବର୍ଷା ପାଇଁ ୯ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ବାକି ସମସ୍ତ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେପବନ ବହିବା ନେଇ ମଧ୍ୟ ସତର୍କ କରାଯାଇଛି। ସମୁଦ୍ର ଅଶାନ୍ତ ଥିବାରୁ ୧୩ରୁ ୧୪ ତାରିଖ ମଧ୍ୟରେ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Post Views: 108
Share198Tweet124Send
Voice of Victims

Voice of Victims

Recent Posts

  • ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି, ସବୁ ପାଇଲଟଙ୍କ ହେବ ଟେଷ୍ଟ
  • UPSC ବୈଠକ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଅଗଷ୍ଟ ୧୮ ଯାଏଁ ଚୂଡ଼ାନ୍ତ ହେବନି DGP ଚୟନ
  • ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ଦୁଇ ଦିନ ଯାଏ ଅଧା ଓଡ଼ିଶାରେ କଳାହାଣ୍ଡିଆ ମେଘ
  • ପତଞ୍ଜଳି ପକ୍ଷରୁ ବିଶ୍ଵ ଅଙ୍ଗଦାନ ଦିବସ ପାଳନ
  • ଦେଶପ୍ରେମ ଏବଂ ପରିବେଶର ବାର୍ତ୍ତା ନେଇ ମହିଳା ମୋର୍ଚ୍ଚା ର ତ୍ରୀରଙ୍ଗା ଶୋଭାଯାତ୍ରା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In