• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସମୂହ ଛୁଟିରେ ରାଜ୍ୟ ଅମଲା ସଂଘ କର୍ମଚାରୀ, ଦାବି ପୂରଣ ନକଲେ ୧୪ରୁ ସଂପୂର୍ଣ୍ଣ କାର୍ଯ୍ୟବନ୍ଦ ଆନ୍ଦୋଳନର ଧମକ

by Voice of Victims
August 12, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ସମୂହ ଛୁଟିରେ ରାଜ୍ୟ ଅମଲା ସଂଘ କର୍ମଚାରୀ, ଦାବି ପୂରଣ ନକଲେ ୧୪ରୁ ସଂପୂର୍ଣ୍ଣ କାର୍ଯ୍ୟବନ୍ଦ ଆନ୍ଦୋଳନର ଧମକ

ଅନୁଗୁଳ : ସମୂହ ଛୁଟିରେ ରାଜ୍ୟ ଅମଲା ସଂଘ କର୍ମଚାରୀ ।  ଠପ୍ ହୋଇଯାଇଛି ସରକାରୀ କାମ । ୯ଦଫା ଦାବିରେ ୩୦ ଜିଲ୍ଲାର ୧୦ ହଜାରରୁ ଅଧିକ ରାଜସ୍ବ ଅମଲା ସଂଘ କର୍ମଚାରୀ ସମୂହ ଛୁଟିରେ ଯାଇଛନ୍ତି । ଜୁଲାଇ ୭ ତାରିଖରେ ଅମଲା କର୍ମଚାରୀମାନେ କଳାବ୍ଯାଚ ପରିଧାନ କରି ଆନ୍ଦୋଳନକୁ ଓହ୍ଲାଇ ଥିଲେ ।  ପରେ ସରକାରଙ୍କ ସହ ଆଲୋଚନା ପରେ ଅଗଷ୍ଟ ୧୦ ପର୍ଯ୍ୟନ୍ତ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଥିଲା ।

ତେବେ କୌଣସି ପ୍ରତିଶ୍ରୁତି ପାଳନ ନହେବାରୁ ସମୁହ ଛୁଟିରେ ଯାଇଛନ୍ତି । ଜିଲ୍ଲାପାଳମାନଙ୍କ ସୁପାରିସ ଅନୁଯାୟୀ ନୂତନ ପଦବୀ ସୃଷ୍ଟି ଓ ପଦବୀର ପୁନର୍ଗଠନ, କାର୍ଯ୍ୟରତ ସମସ୍ତ ସରକାରୀ କର୍ମଚାରୀଙ୍କୁ ବାର୍ଷିକ ୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ବୀମା ଲାଗୁ, ୨୦୨୦ରେ ଲାଗୁ ହୋଇଥିବା ପୁନଃଥଇଥାନ ଯୋଜନାର ନିୟମାବଳୀକୁ ସମ୍ପୂର୍ଣ୍ଣ ଉଚ୍ଛେଦ କରାଯାଇ ୧୯୯୦ ମସିିହାରେ ଲାଗୁ କରାଯାଇଥିବା ନିୟମାବଳୀ ଅନୁଯାୟୀ ମୃତ ସରକାରୀ କର୍ମଚାରୀଙ୍କ ପରିବାରର ଯେକୌଣସି ଜଣେ ସଦସ୍ୟଙ୍କୁ ଯୋଗ୍ୟତା ଭିତ୍ତିରେ ନିଯୁକ୍ତି ପ୍ରଦାନ ଆଦି ଦାବିରେ କଲମଛାଡ଼ ଆନ୍ଦୋଳନ କରି ଛୁଟିରେ ଯାଇଛନ୍ତି । ଦାବି ପୂରଣ ନକଲେ ୧୪ ତାରିଖରୁ ସଂପୂର୍ଣ୍ଣ କାର୍ଯ୍ୟବନ୍ଦ ଆନ୍ଦୋଳନର ଧମକ ଦେଇଛି ଓଡିଶା ରାଜସ୍ବ ଅମଲା ସଙ୍ଘ ।

Post Views: 47
Share199Tweet125Send
Voice of Victims

Voice of Victims

Recent Posts

  • ଗୁରୁତ୍ୱପୂର୍ଣ୍ଣ ପେଟ୍ରୋକେମିକାଲ୍ ଉତ୍ପାଦଗୁଡ଼ିକ ଉପରେ ସମ୍ପୂର୍ଣ୍ଣ ସୀମା ଶୁଳ୍କ ଛାଡ଼ କଲେ ସରକାର
  • ମେ’ ୧ମ/ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍ ପରୀକ୍ଷା ଫଳ
  • ୪ ତାରିଖ ଯାଏଁ ଜାରି ରହିବ ଝଡ ବର୍ଷାର ପ୍ରଭାବ
  • ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ- ୬୩କୁ ୨ ରୁ ୪ ଲେନ୍ କରାଯାଉ, ମୋହନ ମାଝୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି
  • ନାସାର ଐତିହାସିକ ‘ଆର୍ଟେମିସ୍-୨’ ମିଶନ, ୫୦ ବର୍ଷ ପରେ ଜହ୍ନକୁ ଗଲେ ମଣିଷ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In